2 Chronicles 29:4 — Compare Translations

5 translations compared side by side

Odia - 1840
"ହିଜକିଯ ଯାଜକ ଓ ଲବେୀୟମାନଙ୍କୁ ଏକ ସଭା ରେ ସମ୍ମିଳିତ କରାଇଲେ। ମନ୍ଦିରର ପୂର୍ବ ପାଶର୍‌ବସ୍ଥ ଉନ୍ମୁକ୍ତ ପ୍ରାଙ୍ଗଣ ରେ ସେ ସମାନଙ୍କେ ସହିତ ଏକ ସଭା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଯାଜକ ଓ ଲେବୀୟମାନଙ୍କୁ ଅଣାଇ ପୂର୍ବଦିଗ ଛକରେ ଏକତ୍ର କରି ସେମାନଙ୍କୁ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ହିଜକିୟ ଯାଜକ ଓ ଲେବୀୟମାନଙ୍କୁ ଏକ ସଭାରେ ସମ୍ମିଳିତ କରାଇଲେ। ମନ୍ଦିରର ପୂର୍ବ ପାର୍ଶ୍ୱସ୍ଥ ଉନ୍ମୁକ୍ତ ପ୍ରାଙ୍ଗଣରେ ସେ ସେମାନଙ୍କ ସହିତ ଏକ ସଭା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଯାଜକ ଓ ଲେବୀୟମାନଙ୍କୁ ଆଣି ପୂର୍ବଦିଗ ଛକରେ ଏକତ୍ର କରି ସେମାନଙ୍କୁ କହିଲେ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଯାଜକ ଓ ଲେବୀୟମାନଙ୍କୁ ଆଣି ପୂର୍ବଦିଗ ଛକରେ ଏକତ୍ର କରି ସେମାନଙ୍କୁ କହିଲେ,