2 Chronicles 29:5 — Compare Translations

5 translations compared side by side

Odia - 1840
"ହିଜକିଯ ସମାନଙ୍କେୁ କହିଲେ, ହେ ଲବେୀୟମାନେ, ମାେ' କଥା ଶୁଣ। ତୁମ୍ଭର ପୂର୍ବପୁରୁଷମାନଙ୍କ ସଦାପ୍ରଭୁ ପରମେଶ୍ବରଙ୍କ ମନ୍ଦିର ରେ ସବୋ କରିବା ପାଇଁ ନିଜକୁ ଉତ୍ସର୍ଗୀକୃତ କର। ଅପବିତ୍ର ବସ୍ତୁକୁ ମନ୍ଦିରରୁ ବାହାର କରିନିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଲେବୀୟମାନେ, ତୁମ୍ଭେମାନେ ମୋʼ କଥା ଶୁଣ; ଏବେ ଆପଣାମାନଙ୍କୁ ପବିତ୍ର କର ଓ ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ଵରଙ୍କ ଗୃହ ପବିତ୍ର କରି ସେହି ପବିତ୍ର ସ୍ଥାନରୁ ଅଶୌଚ ଦୂର କର ।
Odia Bible ERV 2004 (ପବିତ୍ର ବାଇବଲ)
ହିଜକିୟ ସେମାନଙ୍କୁ କହିଲେ, “ହେ ଲେବୀୟମାନେ, ମୋ’ କଥା ଶୁଣ। ତୁମ୍ଭର ପୂର୍ବପୁରୁଷମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ମନ୍ଦିରରେ ସେବା କରିବା ପାଇଁ ନିଜକୁ ଉତ୍ସର୍ଗୀକୃତ କର। ଅପବିତ୍ର ବସ୍ତୁକୁ ମନ୍ଦିରରୁ ବାହାର କରିନିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ଲେବୀୟମାନେ, ତୁମ୍ଭେମାନେ ମୋʼ କଥା ଶୁଣ; ଏବେ ଆପଣାମାନଙ୍କୁ ପବିତ୍ର କର ଓ ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଗୃହ ପବିତ୍ର କରି ସେହି ପବିତ୍ର ସ୍ଥାନରୁ ଅଶୁଚିତା ଦୂର କର।
Odia IRV 2017 (ଓଡିଆ ବାଇବେଲ)
“ହେ ଲେବୀୟମାନେ, ତୁମ୍ଭେମାନେ ମୋ’ କଥା ଶୁଣ; ଏବେ ଆପଣାମାନଙ୍କୁ ପବିତ୍ର କର ଓ ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଗୃହ ପବିତ୍ର କରି ସେହି ପବିତ୍ର ସ୍ଥାନରୁ ଅଶୁଚିତା ଦୂର କର।