2 Chronicles 29:6 — Compare Translations

5 translations compared side by side

Odia - 1840
"ଆମ୍ଭମାନଙ୍କର ପୂର୍ବପୁରୁଷମାନେ ସଦାପ୍ରଭୁଙ୍କୁ ତ୍ଯାଗ କଲେ। ସଦାପ୍ରଭୁ ପରମେଶ୍ବର ମନ୍ଦ ବୋଲି ବିବଚେନା କରିଥିବା କାର୍ୟ୍ଯକୁ ସମାନେେ କଲେ। ସମାନେେ ସଦାପ୍ରଭୁଙ୍କୁ ଅବମାନନା କଲେ। ସମାନେେ ସଦାପ୍ରଭୁଙ୍କୁ ପଛ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭମାନଙ୍କ ପୂର୍ବପୁରୁଷମାନେ ସତ୍ୟଲଙ୍ଘନ କରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଦୃଷ୍ଟିରେ କୁକର୍ମ କରିଅଛନ୍ତି ଓ ତାହାଙ୍କୁ ପରିତ୍ୟାଗ କରି ସଦାପ୍ରଭୁଙ୍କ ଆବାସରୁ ବିମୁଖ ହୋଇ ତହିଁ ପ୍ରତି ଆପଣା ପୃଷ୍ଠ ଫେରାଇ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭମାନଙ୍କର ପୂର୍ବପୁରୁଷମାନେ ସଦାପ୍ରଭୁଙ୍କୁ ତ୍ୟାଗ କଲେ। ସଦାପ୍ରଭୁ ପରମେଶ୍ୱର ମନ୍ଦ ବୋଲି ବିବେଚନା କରିଥିବା କାର୍ଯ୍ୟକୁ ସେମାନେ କଲେ। ସେମାନେ ସଦାପ୍ରଭୁଙ୍କୁ ଅବମାନନା କଲେ। ସେମାନେ ସଦାପ୍ରଭୁଙ୍କୁ ପଛ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭମାନଙ୍କ ପୂର୍ବପୁରୁଷମାନେ ସତ୍ୟ-ଲଙ୍ଘନ କରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କରିଅଛନ୍ତି ଓ ତାହାଙ୍କୁ ପରିତ୍ୟାଗ କରି ସଦାପ୍ରଭୁଙ୍କ ଆବାସରୁ ବିମୁଖ ହୋଇ ତାହାଙ୍କ ପ୍ରତି ଆପଣା ପିଠି ଦେଖାଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭମାନଙ୍କ ପୂର୍ବପୁରୁଷମାନେ ସତ୍ୟ-ଲଙ୍ଘନ କରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କରିଅଛନ୍ତି ଓ ତାହାଙ୍କୁ ପରିତ୍ୟାଗ କରି ସଦାପ୍ରଭୁଙ୍କ ଆବାସରୁ ବିମୁଖ ହୋଇ ତାହାଙ୍କ ପ୍ରତି ଆପଣା ପିଠି ଦେଖାଇ ଅଛନ୍ତି।