2 Chronicles 29:7 — Compare Translations
5 translations compared side by side
Odia - 1840
"ସମାନେେ ମନ୍ଦିର ଅଳିନ୍ଦର ଦ୍ବାରସବୁ ବନ୍ଦ କରି ଦେଲେ ଓ ପ୍ରଦୀପର ଶିଖା ଲିଭାଇ ଦେଲେ। ସମାନେେ ଇଶ୍ରାୟେଲର ପରମେଶ୍ବରଙ୍କର ପବିତ୍ର ସ୍ଥାନ ରେ ସୁଗନ୍ଧିଧୂପ ଜଳାଇବା ଓ ନବୈେଦ୍ଯ ହାମବେଳି ଉପହାର ଉତ୍ସର୍ଗ କରିବା ବନ୍ଦ କରି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେମାନେ ବରଣ୍ତାର କବାଟସବୁ ବନ୍ଦ କରି ପ୍ରଦୀପସବୁ ନିଭାଇ ଦେଇଅଛନ୍ତି ଓ ସେହି ପବିତ୍ର ସ୍ଥାନରେ ଇସ୍ରାଏଲର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇ ନାହାନ୍ତି, କିଅବା ହୋମବଳି ଉତ୍ସର୍ଗ କରି ନାହାନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମନ୍ଦିର ଅଳିନ୍ଦର ଦ୍ୱାରସବୁ ବନ୍ଦ କରିଦେଲେ ଓ ପ୍ରଦୀପର ଶିଖା ଲିଭାଇ ଦେଲେ। ସେମାନେ ଇସ୍ରାଏଲର ପରମେଶ୍ୱରଙ୍କର ପବିତ୍ର ସ୍ଥାନରେ ସୁଗନ୍ଧିଧୂପ ଜଳାଇବା ଓ ନୈବେଦ୍ୟ ହୋମବଳି ଉପହାର ଉତ୍ସର୍ଗ କରିବା ବନ୍ଦ କରିଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେମାନେ ବାରଣ୍ଡାର କବାଟସବୁ ବନ୍ଦ କରି ପ୍ରଦୀପସବୁ ଲିଭାଇ ଦେଇଅଛନ୍ତି ଓ ସେହି ପବିତ୍ର ସ୍ଥାନରେ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ନାହାନ୍ତି, କିଅବା ହୋମବଳି ଉତ୍ସର୍ଗ କରି ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେମାନେ ବାରଣ୍ଡାର କବାଟସବୁ ବନ୍ଦ କରି ପ୍ରଦୀପସବୁ ଲିଭାଇ ଦେଇଅଛନ୍ତି ଓ ସେହି ପବିତ୍ର ସ୍ଥାନରେ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ନାହାନ୍ତି, କିଅବା ହୋମବଳି ଉତ୍ସର୍ଗ କରି ନାହାନ୍ତି।