2 Chronicles 29:8 — Compare Translations

5 translations compared side by side

Odia - 1840
"ତେଣୁ ସଦାପ୍ରଭୁ ଯିହୁଦା ଓ ୟିରୁଶାଲମର ଲୋକମାନଙ୍କ ପ୍ରତି ଅତ୍ଯନ୍ତ କୋର୍ଧ କଲେ। ସଦାପ୍ରଭୁ ସମାନଙ୍କେୁ ଦଣ୍ଡିତ କଲେ। ଯିହୁଦା ଓ ୟିରୁଶାଲମର ଲୋକମାନଙ୍କର ସଦାପ୍ରଭୁ ଯାହା ଘଟାଇଲେ, ତାହା ଯେତବେେଳେ ଅନ୍ୟ ଲୋକମାନେ ଦେଖିଲେ, ସମାନେେ ଅତ୍ଯନ୍ତ ଭୟଭୀତ ଓ ହତଚକିତ ହାଇପେଡ଼ିଲେ। ସହେି ଅନ୍ୟ ଦେଶମାନେ ଯିହୁଦାର ଲୋକଙ୍କ ନିମନ୍ତେ ଘୃଣା ଓ ଲଜ୍ଜା ରେ ଆପଣା ଆପଣା ମୁଣ୍ଡ ନୁଆଁଇଲେ। ତୁମ୍ଭମାନେେ ତାହା ସ୍ବଚକ୍ଷୁ ରେ ଦେଖୁଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଯିହୁଦା ଓ ଯିରୂଶାଲମ ଉପରେ ସଦାପ୍ରଭୁଙ୍କ କୋପ ଉପସ୍ଥିତ ହେଲା, ପୁଣି ତୁମ୍ଭେମାନେ ସ୍ଵଚକ୍ଷୁରେ ଦେଖୁଅଛ ଯେ, ସେ ସେମାନଙ୍କୁ ଏଣେତେଣେ ଚାଳିତ ହେବା ପାଇଁ, ଆଶଙ୍କାର ଓ ଶୀସ୍ର ବିଷୟ କରିବା ପାଇଁ ସମର୍ପଣ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କ ପ୍ରତି ଅତ୍ୟନ୍ତ କ୍ରୋଧ କଲେ। ସଦାପ୍ରଭୁ ସେମାନଙ୍କୁ ଦଣ୍ଡିତ କଲେ। ଯିହୁଦା ଓ ଯିରୁଶାଲମର ଲୋକମାନଙ୍କର ସଦାପ୍ରଭୁ ଯାହା ଘଟାଇଲେ, ତାହା ଯେତେବେଳେ ଅନ୍ୟ ଲୋକମାନେ ଦେଖିଲେ, ସେମାନେ ଅତ୍ୟନ୍ତ ଭୟଭୀତ ଓ ହତଚକିତ ହୋଇପଡ଼ିଲେ। ସେହି ଅନ୍ୟ ଦେଶମାନେ ଯିହୁଦାର ଲୋକଙ୍କ ନିମନ୍ତେ ଘୃଣା ଓ ଲଜ୍ଜାରେ ଆପଣା ଆପଣା ମୁଣ୍ଡ ନୁଆଁଇଲେ। ତୁମ୍ଭେମାନେ ତାହା ସ୍ୱଚକ୍ଷୁରେ ଦେଖୁଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଯିହୁଦା ଓ ଯିରୂଶାଲମ ଉପରେ ସଦାପ୍ରଭୁଙ୍କ କୋପ ଉପସ୍ଥିତ ହେଲା, ପୁଣି ତୁମ୍ଭେମାନେ ସ୍ୱଚକ୍ଷୁରେ ଦେଖୁଅଛ ଯେ, ସେ ସେମାନଙ୍କୁ ଏଣେତେଣେ ଚାଳିତ ହେବା ପାଇଁ, ଆଶଙ୍କାର ଓ ଶୀସ୍‍ର ବିଷୟ କରିବା ପାଇଁ ସମର୍ପଣ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଯିହୁଦା ଓ ଯିରୂଶାଲମ ଉପରେ ସଦାପ୍ରଭୁଙ୍କ କୋପ ଉପସ୍ଥିତ ହେଲା, ପୁଣି ତୁମ୍ଭେମାନେ ସ୍ୱଚକ୍ଷୁରେ ଦେଖୁଅଛ ଯେ, ସେ ସେମାନଙ୍କୁ ଏଣେତେଣେ ଚାଳିତ ହେବା ପାଇଁ, ଆଶଙ୍କାର ଓ ଶୀସ୍‍ର ବିଷୟ କରିବା ପାଇଁ ସମର୍ପଣ କରିଅଛନ୍ତି।