2 Chronicles 29:9 — Compare Translations
5 translations compared side by side
Odia - 1840
"ଆଉ ସେଥି ନିମନ୍ତେ ଆମ୍ଭମାନଙ୍କର ପୂର୍ବପୁରୁଷଗଣ ୟୁଦ୍ଧ ରେ ନିହତ ହେଲେ। ଆମ୍ଭମାନଙ୍କ ପୁତ୍ର ଓ କନ୍ଯା ଓ ସ୍ତ୍ରୀମାନେ ବନ୍ଦୀରୂପେ ନିଆଗେଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଦେଖ, ତହିଁ ସକାଶୁ ଆମ୍ଭମାନଙ୍କ ପିତୃଗଣ ଖଡ଼୍ଗରେ ପଡ଼ିଅଛନ୍ତି ଓ ଆମ୍ଭମାନଙ୍କ ପୁତ୍ର କନ୍ୟା ଓ ଆମ୍ଭମାନଙ୍କ ଭାର୍ଯ୍ୟାଗଣ ବନ୍ଦୀ ହୋଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେଥି ନିମନ୍ତେ ଆମ୍ଭମାନଙ୍କର ପୂର୍ବପୁରୁଷଗଣ ଯୁଦ୍ଧରେ ନିହତ ହେଲେ। ଆମ୍ଭମାନଙ୍କ ପୁତ୍ର ଓ କନ୍ୟା ଓ ସ୍ତ୍ରୀମାନେ ବନ୍ଦୀରୂପେ ନିଆଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଦେଖ, ତହିଁ ସକାଶୁ ଆମ୍ଭମାନଙ୍କ ପିତୃଗଣ ଖଡ୍ଗରେ ପଡ଼ିଅଛନ୍ତି ଓ ଆମ୍ଭମାନଙ୍କ ପୁତ୍ରକନ୍ୟା ଓ ଆମ୍ଭମାନଙ୍କ ଭାର୍ଯ୍ୟାଗଣ ବନ୍ଦୀ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ଦେଖ, ତହିଁ ସକାଶୁ ଆମ୍ଭମାନଙ୍କ ପିତୃଗଣ ଖଡ୍ଗରେ ପଡ଼ିଅଛନ୍ତି ଓ ଆମ୍ଭମାନଙ୍କ ପୁତ୍ର କନ୍ୟା ଓ ଆମ୍ଭମାନଙ୍କ ଭାର୍ଯ୍ୟାଗଣ ବନ୍ଦୀ ହୋଇଅଛନ୍ତି।