2 Chronicles 3:10 — Compare Translations
5 translations compared side by side
Odia - 1840
"ଶଲୋମନ ମହାପବିତ୍ର ସ୍ଥାନ ରେ ସ୍ଥାପନ କରିବା ନିମନ୍ତେ ଦୁଇଟି କିରୂବ ମୂର୍ତ୍ତି ନିର୍ମାଣ କଲେ। କାରିଗରମାନେ ଏହି କିରୁବଦୂତଗଣଙ୍କର ମୂର୍ତ୍ତିଗୁଡ଼ିକୁ ସୁନା ରେ ଆଚ୍ଛାଦନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ମହାପବିତ୍ର ଗୃହରେ ପିତୁଳା କର୍ମର ଦୁଇ କିରୂବ ନିର୍ମାଣ କଲେ ଓ ସେମାନେ ତାହା ସୁବର୍ଣ୍ଣରେ ମଡ଼ାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ମହାପବିତ୍ର ସ୍ଥାନରେ ସ୍ଥାପନ କରିବା ନିମନ୍ତେ ଦୁଇଟି କିରୂବ ମୂର୍ତ୍ତି ନିର୍ମାଣ କଲେ। କାରିଗରମାନେ ଏହି କିରୁବଦୂତଗଣଙ୍କର ମୂର୍ତ୍ତିଗୁଡ଼ିକୁ ସୁନାରେ ଆଚ୍ଛାଦନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ମହାପବିତ୍ର ଗୃହରେ ପିତୁଳା କର୍ମର ଦୁଇ କିରୂବ ନିର୍ମାଣ କଲେ ଓ ସେମାନେ ତାହା ସୁବର୍ଣ୍ଣରେ ମଡ଼ାଇଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ମହାପବିତ୍ର ଗୃହରେ ପିତୁଳା କର୍ମର ଦୁଇ କିରୂବ ନିର୍ମାଣ କଲେ ଓ ସେମାନେ ତାହା ସୁବର୍ଣ୍ଣରେ ମଡ଼ାଇଲେ।