2 Chronicles 3:12 — Compare Translations
5 translations compared side by side
Odia - 1840
"ଦ୍ବିତୀୟ କିରୁବଦୂତଗଣର ଗୋଟିଏ ଡ଼ଣୋ କଠାେରୀର ଆର ପାଶର୍ବର କାନ୍ଥକୁ ସ୍ପର୍ଶ କରୁଥିଲା, ଯେଉଁଟାକି ପାଞ୍ଚ ହାତ ଦୂର ରେ ଥିଲା। ଦ୍ବିତୀୟ କିରୁବଦୂତଗଣର ଅନ୍ୟ ଡ଼ଣୋଟି ପ୍ରଥମ କିରୁବଦୂତଗଣର ଗୋଟିଏ ଡ଼ଣୋକୁ ସ୍ପର୍ଶ କରୁଥିଲା, ଯେଉଁଟାକି ପାଞ୍ଚ ହାତ ଦୂର ରେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନ୍ୟ କିରୂବର ପକ୍ଷ ପାଞ୍ଚ ହାତ ଥାଇ ଗୃହର କାନ୍ଥକୁ ସ୍ପର୍ଶ କଲା ଓ ଅନ୍ୟ ପକ୍ଷ ମଧ୍ୟ ପାଞ୍ଚ ହାତ ଥାଇ ଅନ୍ୟ କିରୂବର ପକ୍ଷକୁ ଲାଗିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦ୍ୱିତୀୟ କିରୁବଦୂତଗଣର ଗୋଟିଏ ଡେଣା କୋଠରୀର ଆର ପାର୍ଶ୍ୱର କାନ୍ଥକୁ ସ୍ପର୍ଶ କରୁଥିଲା, ଯେଉଁଟାକି ପାଞ୍ଚ ହାତ ଦୂରରେ ଥିଲା। ଦ୍ୱିତୀୟ କିରୁବଦୂତଗଣର ଅନ୍ୟ ଡେଣାଟି ପ୍ରଥମ କିରୁବଦୂତଗଣର ଗୋଟିଏ ଡେଣାକୁ ସ୍ପର୍ଶ କରୁଥିଲା, ଯେଉଁଟାକି ପାଞ୍ଚ ହାତ ଦୂରରେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନ୍ୟ କିରୂବର ପକ୍ଷ ପାଞ୍ଚ ହାତ ଥାଇ ଗୃହର କାନ୍ଥକୁ ସ୍ପର୍ଶ କଲା ଓ ଅନ୍ୟ ପକ୍ଷ ମଧ୍ୟ ପାଞ୍ଚ ହାତ ଥାଇ ଅନ୍ୟ କିରୂବର ପକ୍ଷକୁ ଲାଗିଲା।
Odia IRV 2017 (ଓଡିଆ ବାଇବେଲ)
ଅନ୍ୟ କିରୂବର ପକ୍ଷ ପାଞ୍ଚ ହାତ ଥାଇ ଗୃହର କାନ୍ଥକୁ ସ୍ପର୍ଶ କଲା ଓ ଅନ୍ୟ ପକ୍ଷ ମଧ୍ୟ ପାଞ୍ଚ ହାତ ଥାଇ ଅନ୍ୟ କିରୂବର ପକ୍ଷକୁ ଲାଗିଲା।