2 Chronicles 3:13 — Compare Translations
5 translations compared side by side
Odia - 1840
"ଏହି କିରୁବଦୂତଗଣଙ୍କର ଡ଼ଣୋ ମାଟେ ରେ କୋଡ଼ିଏ ହାତ ସ୍ଥାନ ଆଚ୍ଛାଦନ କରୁଥିଲା। ଏହି କିରୁବଦୂତଗଣ ମନ୍ଦିର ଆଡ଼କୁ ମୁହଁକରି ଛିଡ଼ା ହାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି କିରୂବମାନଙ୍କର ପକ୍ଷ କୋଡ଼ିଏ ହାତ ବିସ୍ତାରିତ ଥିଲା; ସେମାନେ ଚରଣରେ ଠିଆ ହେଲେ ଓ ସେମାନଙ୍କର ମୁଖ ଗୃହ ଆଡ଼କୁ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହି କିରୁବଦୂତଗଣଙ୍କର ଡେଣା ମୋଟରେ କୋଡ଼ିଏ ହାତ ସ୍ଥାନ ଆଚ୍ଛାଦନ କରୁଥିଲା। ଏହି କିରୁବଦୂତଗଣ ମନ୍ଦିର ଆଡ଼କୁ ମୁହଁକରି ଛିଡ଼ା ହୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି କିରୂବମାନଙ୍କର ପକ୍ଷ କୋଡ଼ିଏ ହାତ ବିସ୍ତାରିତ ଥିଲା; ସେମାନେ ଚରଣରେ ଠିଆ ହେଲେ ଓ ସେମାନଙ୍କର ମୁଖ ଗୃହ ଆଡ଼କୁ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏହି କିରୂବମାନଙ୍କର ପକ୍ଷ କୋଡ଼ିଏ ହାତ ବିସ୍ତାରିତ ଥିଲା; ସେମାନେ ଚରଣରେ ଠିଆ ହେଲେ ଓ ସେମାନଙ୍କର ମୁଖ ଗୃହ ଆଡ଼କୁ ଥିଲା।