2 Chronicles 3:14 — Compare Translations
5 translations compared side by side
Odia - 1840
"ଶଲୋମନ ନୀଳ, ବାଇବଗଣୀ, ଏବଂ ଲାଲ୍ ରଙ୍ଗର ଦାବୀ ବସ୍ତ୍ର ବ୍ଯବହାର କରି ପରଦା ବନାଇଲେ। ଏହି ପରଦା ଉପରେ ଶଲୋମନ କିରୁବା ଦୂତଗଣକୃତି ବୁଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ନୀଳ ଓ ଧୂମ୍ର ଓ ସିନ୍ଦୂରବର୍ଣ୍ଣ ଓ କ୍ଷୌମସୂତ୍ରର ବିଚ୍ଛେଦବସ୍ତ୍ର ପ୍ରସ୍ତୁତ କରି ତହିଁ ଉପରେ କିରୂବଗଣର ଆକୃତି କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ନୀଳ, ବାଇବଗଣୀ, ଏବଂ ଲାଲ୍ ରଙ୍ଗର ଦାମୀ ବସ୍ତ୍ର ବ୍ୟବହାର କରି ପରଦା ବନାଇଲେ। ଏହି ପରଦା ଉପରେ ଶଲୋମନ କିରୁବଦୂତଗଣର ଆକୃତି ବୁଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ କ୍ଷୌମସୂତ୍ରର ବିଚ୍ଛେଦ ବସ୍ତ୍ର ପ୍ରସ୍ତୁତ କରି ତହିଁ ଉପରେ କିରୂବଗଣର ଆକୃତି କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ନୀଳ ଓ ଧୂମ୍ର ଓ ସିନ୍ଦୂରବର୍ଣ୍ଣ ଓ କ୍ଷୌମସୂତ୍ରର ବିଚ୍ଛେଦବସ୍ତ୍ର ପ୍ରସ୍ତୁତ କରି ତହିଁ ଉପରେ କିରୂବଗଣର ଆକୃତି କଲେ।