2 Chronicles 3:16 — Compare Translations
5 translations compared side by side
Odia - 1840
"ଶ ଲୋମନ ହାର ପରି ଜଞ୍ଜିର ବନାଇଲେ। ଏହି ଜଞ୍ଜିରକୁ ସ୍ତମ୍ଭ ଦୁଇଟିର ଉପରି ଭାଗ ରେ ରଖିଲେ। ଶଲୋମନ 100ଟି ଡ଼ାଳିମ୍ବ ଆକୃତି ଚିତ୍ର ବନାଇଲେ ଏବଂ ସଗେୁଡ଼ିକୁ ଜଞ୍ଜିର ରେ ଲଗାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ଗର୍ଭଗାରରେ ଜଞ୍ଜିର ନିର୍ମାଣ କରି ସେହି ସ୍ତମ୍ଭ ଉପରେ ରଖିଲେ ଓ ଏକ ଶହ ଡାଳିମ୍ଵ ଆକୃତି କରି ସେହି ଜଞ୍ଜିର ଉପରେ ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ହାର ପରି ଜଞ୍ଜିର ବନାଇଲେ। ଏହି ଜଞ୍ଜିରକୁ ସ୍ତମ୍ଭ ଦୁଇଟିର ଉପରି ଭାଗରେ ରଖିଲେ। ଶଲୋମନ 100ଟି ଡାଳିମ୍ବ ଆକୃତି ଚିତ୍ର ବନାଇଲେ ଏବଂ ସେଗୁଡ଼ିକୁ ଜଞ୍ଜିରରେ ଲଗାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ଗର୍ଭଗାରରେ ଜଞ୍ଜିର ନିର୍ମାଣ କରି ସେହି ସ୍ତମ୍ଭ ଉପରେ ରଖିଲେ ଓ ଏକ ଶହ ଡାଳିମ୍ବ ଆକୃତି କରି ସେହି ଜଞ୍ଜିର ଉପରେ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ଗର୍ଭଗାରରେ ଜଞ୍ଜିର ନିର୍ମାଣ କରି ସେହି ସ୍ତମ୍ଭ ଉପରେ ରଖିଲେ ଓ ଏକ ଶହ ଡାଳିମ୍ବ ଆକୃତି କରି ସେହି ଜଞ୍ଜିର ଉପରେ ରଖିଲେ।