2 Chronicles 3:17 — Compare Translations

5 translations compared side by side

Odia - 1840
"ଏହାପରେ ଶଲୋମନ ମନ୍ଦିର ସମ୍ମୁଖ ରେ ସ୍ତମ୍ଭ ଦୁଇଟିକୁ ଛିଡ଼ା କରାଇଲେ। ଗୋଟିଏ ସ୍ତମ୍ଭ ବାମ ପାଶର୍‌ବ ରେ ଓ ଅନ୍ୟଟି ଦକ୍ଷିଣ ପାଶର୍‌ବ ରେ ଛିଡ଼ା ହେଲା। ଦକ୍ଷିଣ ପାଶର୍‌ବ ରେ ଥିବା ସ୍ତମ୍ଭର ନାମ ଶଲୋମନ ୟାଖୀନ୍ ରଖିଲେ। ଏବଂ ବାମ ପାଶର୍‌ବସ୍ଥ ସ୍ତମ୍ଭର ନାମ ଶଲୋମନ ବୋଯସ୍ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ମନ୍ଦିର ସମ୍ମୁଖରେ ସେହି ଦୁଇ ସ୍ତମ୍ଭକୁ ଦକ୍ଷିଣ ପାର୍ଶ୍ଵରେ ଏକ ଓ ବାମ ପାର୍ଶ୍ଵରେ ଏକ କରି ସ୍ଥାପନ କଲେ; ଆଉ ଦକ୍ଷିଣ ପାର୍ଶ୍ଵସ୍ଥ ସ୍ତମ୍ଭର ନାମ ଯାଖୀନ୍ ଓ ବାମ ପାର୍ଶ୍ଵସ୍ଥ ସ୍ତମ୍ଭର ନାମ ବୋୟସ୍ ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଶଲୋମନ ମନ୍ଦିର ସମ୍ମୁଖରେ ସ୍ତମ୍ଭ ଦୁଇଟିକୁ ଛିଡ଼ା କରାଇଲେ। ଗୋଟିଏ ସ୍ତମ୍ଭ ବାମ ପାର୍ଶ୍ୱରେ ଓ ଅନ୍ୟଟି ଦକ୍ଷିଣ ପାର୍ଶ୍ୱରେ ଛିଡ଼ା ହେଲା। ଦକ୍ଷିଣ ପାର୍ଶ୍ୱରେ ଥିବା ସ୍ତମ୍ଭର ନାମ ଶଲୋମନ “ଯାଖୀନ୍” ରଖିଲେ। ଏବଂ ବାମ ପାର୍ଶ୍ୱସ୍ଥ ସ୍ତମ୍ଭର ନାମ ଶଲୋମନ “ବୋୟସ୍” ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ମନ୍ଦିର ସମ୍ମୁଖରେ ସେହି ଦୁଇ ସ୍ତମ୍ଭକୁ ଦକ୍ଷିଣ ପାର୍ଶ୍ଵରେ ଏକ ଓ ବାମ ପାର୍ଶ୍ଵରେ ଏକ କରି ସ୍ଥାପନ କଲେ; ଆଉ ଦକ୍ଷିଣ ପାର୍ଶ୍ୱସ୍ଥ ସ୍ତମ୍ଭର ନାମ ଯାଖୀନ୍‍ ଓ ବାମ ପାର୍ଶ୍ୱସ୍ଥ ସ୍ତମ୍ଭର ନାମ ବୋୟସ୍‍ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ମନ୍ଦିର ସମ୍ମୁଖରେ ସେହି ଦୁଇ ସ୍ତମ୍ଭକୁ ଦକ୍ଷିଣ ପାର୍ଶ୍ଵରେ ଏକ ଓ ବାମ ପାର୍ଶ୍ଵରେ ଏକ କରି ସ୍ଥାପନ କଲେ; ଆଉ ଦକ୍ଷିଣ ପାର୍ଶ୍ଵସ୍ଥ ସ୍ତମ୍ଭର ନାମ ଯାଖୀନ୍‍ ଓ ବାମ ପାର୍ଶ୍ଵସ୍ଥ ସ୍ତମ୍ଭର ନାମ ବୋୟସ୍‍ ରଖିଲେ।