2 Chronicles 3:2 — Compare Translations

5 translations compared side by side

Odia - 1840
"ଶଲୋମନଙ୍କର ରାଜତ୍ବର ଚତୁର୍ଥ ବର୍ଷର ଦ୍ବିତୀୟ ମାସ ରେ ସେ କାର୍ୟ୍ଯ ଆରମ୍ଭ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଆପଣା ଅଧିକାରର ଚତୁର୍ଥ ବର୍ଷର ଦ୍ଵିତୀୟ ମାସର ଦ୍ଵିତୀୟ ଦିନରେ ନିର୍ମାଣ କରିବାକୁ ଆରମ୍ଭ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନଙ୍କର ରାଜତ୍ୱର ଚତୁର୍ଥ ବର୍ଷର ଦ୍ୱିତୀୟ ମାସରେ ସେ କାର୍ଯ୍ୟ ଆରମ୍ଭ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ଆପଣା ରାଜତ୍ଵର ଚତୁର୍ଥ ବର୍ଷର ଦ୍ୱିତୀୟ ମାସର ଦ୍ୱିତୀୟ ଦିନରେ ନିର୍ମାଣ କରିବାକୁ ଆରମ୍ଭ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ଆପଣା ରାଜତ୍ଵର ଚତୁର୍ଥ ବର୍ଷର ଦ୍ୱିତୀୟ ମାସର ଦ୍ୱିତୀୟ ଦିନରେ ନିର୍ମାଣ କରିବାକୁ ଆରମ୍ଭ କଲେ।