2 Chronicles 3:4 — Compare Translations
5 translations compared side by side
Odia - 1840
"ମନ୍ଦିରର ସାମ୍ନା ଭାଗ ଅଗଣା କୋଡ଼ିଏ ହାତ ମନ୍ଦିର ସହିତ ସମାନ ପ୍ରସ୍ଥ ଥିଲା ଓ 120 ହାତ ଉଚ୍ଚତା ବିଶିଷ୍ଟ ଥିଲା। ଏହି ଅଗଣାର ସାମ୍ନା ଭାଗର ଭିତର ଅଂଶକୁ ଶଲୋମନ ଶୁଦ୍ଧ ସୁବର୍ଣ୍ଣ ରେ ଢାଙ୍କି ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଗୃହର ସମ୍ମୁଖସ୍ଥ ବରଣ୍ତାର ଦୈର୍ଘ୍ୟତା ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଓ ଉଚ୍ଚତା ଶହେ କୋଡ଼ିଏ ହାତ ଥିଲା; ଆଉ ସେ ତହିଁର ଭିତର ଭାଗ ଶୁଦ୍ଧ ସୁବର୍ଣ୍ଣରେ ମଡ଼ାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦିରର ସମ୍ମୁଖ ଭାଗ ଅଗଣା କୋଡ଼ିଏ ହାତ ମନ୍ଦିର ସହିତ ସମାନ ପ୍ରସ୍ଥ ଥିଲା ଓ 120 ହାତ ଉଚ୍ଚତା ବିଶିଷ୍ଟ ଥିଲା। ଏହି ଅଗଣାର ସମ୍ମୁଖ ଭାଗର ଭିତର ଅଂଶକୁ ଶଲୋମନ ଶୁଦ୍ଧ ସୁବର୍ଣ୍ଣରେ ଢାଙ୍କି ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଗୃହର ସମ୍ମୁଖସ୍ଥ ବାରଣ୍ଡାର ଦୈର୍ଘ୍ୟ ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଓ ଉଚ୍ଚତା ଶହେ କୋଡ଼ିଏ ହାତ ଥିଲା; ଆଉ ସେ ତହିଁର ଭିତର ଭାଗ ଶୁଦ୍ଧ ସୁବର୍ଣ୍ଣରେ ମଡ଼ାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଗୃହର ସମ୍ମୁଖସ୍ଥ ବାରଣ୍ଡାର ଦୈର୍ଘ୍ୟ ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଓ ଉଚ୍ଚତା ଶହେ କୋଡ଼ିଏ ହାତ ଥିଲା; ଆଉ ସେ ତହିଁର ଭିତର ଭାଗ ଶୁଦ୍ଧ ସୁବର୍ଣ୍ଣରେ ମଡ଼ାଇଲେ।