2 Chronicles 3:5 — Compare Translations

5 translations compared side by side

Odia - 1840
"ବଡ଼ କଠାେରୀର କାନ୍ଥ ରେ ଶଲୋମନ ଦବଦୋରୁ କାଠର ଆସ୍ତରଣ ଦଇେ ତା' ଉପରେ ଶୁଦ୍ଧ ସୁବର୍ଣ୍ଣ ଆଚ୍ଛାଦନ କଲେ। ଏବଂ ସେଥି ରେ ଖଜୁରୀ ଗଛ ଓ ଜଞ୍ଜିରର ଛବି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଉତ୍ତମ ସ୍ଵର୍ଣ୍ଣମଣ୍ତିତ ଦେବଦାରୁ କାଷ୍ଠରେ ବୃହତ ଗୃହ ଆଚ୍ଛାଦନ କଲେ ଓ ତହିଁ ଉପରେ ଖର୍ଜ୍ଜୁର ବୃକ୍ଷ ଓ ଜଞ୍ଜିରର ଆକୃତି କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବଡ଼ କୋଠରୀର କାନ୍ଥରେ ଶଲୋମନ ଦେବଦାରୁ କାଠର ଆସ୍ତରଣ ଦେଇ ତା’ ଉପରେ ଶୁଦ୍ଧ ସୁବର୍ଣ୍ଣ ଆଚ୍ଛାଦନ କଲେ। ଏବଂ ସେଥିରେ ଖଜୁରୀ ଗଛ ଓ ଜଞ୍ଜିରର ଛବି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ଉତ୍ତମ ସ୍ୱର୍ଣ୍ଣମଣ୍ଡିତ ଦେବଦାରୁ କାଷ୍ଠରେ ବୃହତ ଗୃହ ଆଚ୍ଛାଦନ କଲେ ଓ ତହିଁ ଉପରେ ଖର୍ଜ୍ଜୁର ବୃକ୍ଷ ଓ ଜଞ୍ଜିରର ଆକୃତି କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ଉତ୍ତମ ସ୍ୱର୍ଣ୍ଣମଣ୍ଡିତ ଦେବଦାରୁ କାଷ୍ଠରେ ବୃହତ୍ ଗୃହ ଆଚ୍ଛାଦନ କଲେ ଓ ତହିଁ ଉପରେ ଖର୍ଜ୍ଜୁର ବୃକ୍ଷ ଓ ଜଞ୍ଜିରର ଆକୃତି କଲେ।