2 Chronicles 3:6 — Compare Translations
5 translations compared side by side
Odia - 1840
"ସୌନ୍ଦର୍ୟ୍ଯତା ନିମନ୍ତେ ମନ୍ଦିର ରେ ଶଲୋମନ ଦାମୀ ପଥରସବୁ ଲଗାଇଲେ। ଶଲୋମନ ଯେଉଁ ସୁନା ବ୍ଯବହାର କରୁଥିଲେ, ସଗେୁଡ଼ିକ ପର୍ବଯିମ ଦେଶରୁ ଆସିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଶୋଭା ନିମନ୍ତେ ଗୃହକୁ ବହୁମୂଲ୍ୟ ପ୍ରସ୍ତରରେ ଭୂଷିତ କଲେ; ସେହି ସ୍ଵର୍ଣ୍ଣ ପର୍ବୟିମ ଦେଶର ସ୍ଵର୍ଣ୍ଣ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସୌନ୍ଦର୍ଯ୍ୟତା ନିମନ୍ତେ ମନ୍ଦିରରେ ଶଲୋମନ ଦାମୀ ପଥରସବୁ ଲଗାଇଲେ। ଶଲୋମନ ଯେଉଁ ସୁନା ବ୍ୟବହାର କରୁଥିଲେ, ସେଗୁଡ଼ିକ ପର୍ବୟିମ ଦେଶରୁ ଆସିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ଶୋଭା ନିମନ୍ତେ ଗୃହକୁ ବହୁମୂଲ୍ୟ ପ୍ରସ୍ତରରେ ଭୂଷିତ କଲେ; ସେହି ସ୍ୱର୍ଣ୍ଣ ପର୍ବୟିମ ଦେଶର ସ୍ୱର୍ଣ୍ଣ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ଶୋଭା ନିମନ୍ତେ ଗୃହକୁ ବହୁମୂଲ୍ୟ ପ୍ରସ୍ତରରେ ଭୂଷିତ କଲେ; ସେହି ସ୍ୱର୍ଣ୍ଣ ପର୍ବୟିମ ଦେଶର ସ୍ୱର୍ଣ୍ଣ ଥିଲା।