2 Chronicles 3:7 — Compare Translations
5 translations compared side by side
Odia - 1840
"କଡ଼ିକାଠ, ଚୌକାଠ, କାନ୍ଥ ଓ ଦ୍ବାରସବୁ ଶଲୋମନ ସୁବର୍ଣ୍ଣ ରେ ଆଚ୍ଛାଦନ କଲେ। କାନ୍ଥ ରେ କିରୁବଦୂତଗଣଙ୍କର ଛବି ଶଲୋମନ ଖୋଦାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ଗୃହ, କଡ଼ି, ଚଉକାଠ ଓ ତହିଁର କାନ୍ଥ ଓ ତହିଁର କବାଟସବୁ ସେ ସୁବର୍ଣ୍ଣରେ ମଡ଼ାଇଲେ; ଆଉ କାନ୍ଥରେ କିରୂବାକୃତି ଖୋଳିଲେ ।
Odia Bible ERV 2004 (ପବିତ୍ର ବାଇବଲ)
କଡ଼ିକାଠ, ଚୌକାଠ, କାନ୍ଥ ଓ ଦ୍ୱାରସବୁ ଶଲୋମନ ସୁବର୍ଣ୍ଣରେ ଆଚ୍ଛାଦନ କଲେ। କାନ୍ଥରେ କିରୁବଦୂତଗଣଙ୍କର ଛବି ଶଲୋମନ ଖୋଦାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ଗୃହ, କଡ଼ି, ଚଉକାଠ ଓ ତହିଁର କାନ୍ଥ ଓ ତହିଁର କବାଟସବୁ ସେ ସୁବର୍ଣ୍ଣରେ ମଡ଼ାଇଲେ; ଆଉ କାନ୍ଥରେ କିରୂବାକୃତି ଖୋଦାଇଲେ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ଗୃହ, କଡ଼ି, ଚଉକାଠ ଓ ତହିଁର କାନ୍ଥ ଓ ତହିଁର କବାଟସବୁ ସେ ସୁବର୍ଣ୍ଣରେ ମଡ଼ାଇଲେ; ଆଉ କାନ୍ଥରେ କିରୂବାକୃତି ଖୋଦାଇଲେ।