2 Chronicles 3:9 — Compare Translations

5 translations compared side by side

Odia - 1840
"ସ୍ବର୍ଣ୍ଣ କଣ୍ଟକର ଓଜନ 575 ଗ୍ରାମ ଥିଲା। ଶଲୋମନ ଉପରିସ୍ଥ କୋଠରୀଗୁଡ଼ିକୁ ମଧ୍ଯ ସୁନା ରେ ଆଚ୍ଛାଦନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ କଣ୍ଟାର ପରିମାଣ ପଚାଶ ଶେକଲ ସ୍ଵର୍ଣ୍ଣ ଥିଲା । ପୁଣି ସେ ଉପର କୋଠରିମାନ ସୁବର୍ଣ୍ଣରେ ମଡ଼ାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସ୍ୱର୍ଣ୍ଣ କଣ୍ଟକର ଓଜନ 575 ଗ୍ରାମ ଥିଲା। ଶଲୋମନ ଉପରିସ୍ଥ କୋଠରୀଗୁଡ଼ିକୁ ମଧ୍ୟ ସୁନାରେ ଆଚ୍ଛାଦନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ କଣ୍ଟାର ପରିମାଣ ପଚାଶ ଶେକଲ ସ୍ୱର୍ଣ୍ଣ ଥିଲା, ପୁଣି ସେ ଉପର କୋଠରିମାନ ସୁବର୍ଣ୍ଣରେ ମଡ଼ାଇଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ କଣ୍ଟାର ପରିମାଣ ପଚାଶ ଶେକଲ ସ୍ୱର୍ଣ୍ଣ ଥିଲା, ପୁଣି ସେ ଉପର କୋଠରିମାନ ସୁବର୍ଣ୍ଣରେ ମଡ଼ାଇଲେ।

Recommended Reading