2 Chronicles 30:10 — Compare Translations

5 translations compared side by side

Odia - 1840
"ବାର୍ତ୍ତାବାହକମାନେ ଇଫ୍ରଯିମ ଓ ମନଃଶି ଅଞ୍ଚଳର ପ୍ରେତ୍ୟକକ ସହରକୁ ଗଲେ। ସମାନେେ ସବୂଲୂନ୍ର ଅଞ୍ଚଳ ପର୍ୟ୍ଯନ୍ତ ମଧ୍ଯ ଗଲେ। କିନ୍ତୁ ଲୋକମାନେ ବାର୍ତ୍ତାବାହକମାନଙ୍କ ପ୍ରତି ଅଟ୍ଟହାସ୍ଯ ଓ ବିଦ୍ରୁପ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଦୂତମାନେ ଇଫ୍ରୟିମ ଓ ମନଃଶି ଦେଶ ଦେଇ ସବୂଲୁନ୍ ପର୍ଯ୍ୟନ୍ତ ନଗରକୁ ନଗର ଗମନ କଲେ; ମାତ୍ର ଲୋକମାନେ ସେମାନଙ୍କୁ ଉପହାସ କରି ବିଦ୍ରୂପ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବାର୍ତ୍ତାବାହକମାନେ ଇଫ୍ରୟିମ ଓ ମନଃଶି ଅଞ୍ଚଳର ପ୍ରତ୍ୟେକ ସହରକୁ ଗଲେ। ସେମାନେ ସବୂଲୂନର ଅଞ୍ଚଳ ପର୍ଯ୍ୟନ୍ତ ମଧ୍ୟ ଗଲେ। କିନ୍ତୁ ଲୋକମାନେ ବାର୍ତ୍ତାବାହକମାନଙ୍କ ପ୍ରତି ଅଟ୍ଟହାସ୍ୟ ଓ ବିଦ୍ରୂପ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଦୂତମାନେ ଇଫ୍ରୟିମ ଓ ମନଃଶି ଦେଶ ଦେଇ ସବୂଲୂନ ପର୍ଯ୍ୟନ୍ତ ନଗରକୁ ନଗର ଗମନ କଲେ; ମାତ୍ର ଲୋକମାନେ ସେମାନଙ୍କୁ ଉପହାସ କରି ବିଦ୍ରୂପ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଦୂତମାନେ ଇଫ୍ରୟିମ ଓ ମନଃଶି ଦେଶ ଦେଇ ସବୂଲୂନ ପର୍ଯ୍ୟନ୍ତ ନଗରକୁ ନଗର ଗମନ କଲେ; ମାତ୍ର ଲୋକମାନେ ସେମାନଙ୍କୁ ଉପହାସ କରି ବିଦ୍ରୂପ କଲେ।