2 Chronicles 30:11 — Compare Translations

5 translations compared side by side

Odia - 1840
"କିନ୍ତୁ ଆଶେର୍, ମନଃଶି ଓ ସବୂଲୂନ୍ର କେତକେ ଲୋକ ସମାନଙ୍କେୁ ନମ୍ର କଲେ ଓ ୟିରୁଶାଲମକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଆଶେର୍ର ଓ ମନଃଶିର ଓ ସବୂଲୁନ୍ର କେତେକ ଲୋକ ଆପଣାମାନଙ୍କୁ ନମ୍ର କରି ଯିରୂଶାଲମକୁ ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଆଶେର୍, ମନଃଶି ଓ ସବୂଲୂନର କେତେକ ଲୋକ ସେମାନଙ୍କୁ ନମ୍ର କଲେ ଓ ଯିରୁଶାଲମକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଆଶେରର ଓ ମନଃଶିର ଓ ସବୂଲୂନର କେତେକ ଲୋକ ଆପଣାମାନଙ୍କୁ ନମ୍ର କରି ଯିରୂଶାଲମକୁ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ତଥାପି ଆଶେରର ଓ ମନଃଶିର ଓ ସବୂଲୂନର କେତେକ ଲୋକ ଆପଣାମାନଙ୍କୁ ନମ୍ର କରି ଯିରୂଶାଲମକୁ ଆସିଲେ।