2 Chronicles 30:12 — Compare Translations

5 translations compared side by side

Odia - 1840
"ଆହୁରି ମଧ୍ଯ ଯିହୁଦା ରେ ପରମେଶ୍ବରଙ୍କ ଶକ୍ତି ଲୋକମାନଙ୍କୁ ଏକତ୍ରୀତ କଲା, ଯେପରି ସମାନେେ ରାଜା ଓ ତାଙ୍କ ପଦାଧିକାରୀମାନଙ୍କର ବାଧ୍ଯ ହାଇପୋରନ୍ତି। ଏହି ପ୍ରକା ରେ, ସମାନେେ ସଦାପ୍ରଭୁଙ୍କ ବାକ୍ଯର ବାଧ୍ଯ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ସଦାପ୍ରଭୁଙ୍କ ବାକ୍ୟାନୁସାରେ ରାଜାଙ୍କର ଓ ଅଧିପତିମାନଙ୍କର ଆଜ୍ଞା ପାଳନ କରିବା ପାଇଁ ଯିହୁଦାର ଲୋକମାନଙ୍କୁ ଏକଚିତ୍ତ ହେବାକୁ ପରମେଶ୍ଵରଙ୍କ ହସ୍ତ ସେମାନଙ୍କ ମଧ୍ୟରେ ବିଦ୍ୟମାନ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆହୁରି ମଧ୍ୟ ଯିହୁଦାରେ ପରମେଶ୍ୱରଙ୍କ ଶକ୍ତି ଲୋକମାନଙ୍କୁ ଏକତ୍ରିତ କଲା, ଯେପରି ସେମାନେ ରାଜା ଓ ତାଙ୍କ ପଦାଧିକାରୀମାନଙ୍କର ବାଧ୍ୟ ହୋଇପାରନ୍ତି। ଏହି ପ୍ରକାରେ, ସେମାନେ ସଦାପ୍ରଭୁଙ୍କ ବାକ୍ୟର ବାଧ୍ୟ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ସଦାପ୍ରଭୁଙ୍କ ବାକ୍ୟାନୁସାରେ ରାଜାଙ୍କର ଓ ଅଧିପତିମାନଙ୍କର ଆଜ୍ଞା ପାଳନ କରିବା ପାଇଁ ଯିହୁଦାର ଲୋକମାନଙ୍କୁ ଏକଚିତ୍ତ ହେବାକୁ ପରମେଶ୍ୱରଙ୍କ ହସ୍ତ ସେମାନଙ୍କ ମଧ୍ୟରେ ବିଦ୍ୟମାନ ହେଲା।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ସଦାପ୍ରଭୁଙ୍କ ବାକ୍ୟାନୁସାରେ ରାଜାଙ୍କର ଓ ଅଧିପତିମାନଙ୍କର ଆଜ୍ଞା ପାଳନ କରିବା ପାଇଁ ଯିହୁଦାର ଲୋକମାନଙ୍କୁ ଏକଚିତ୍ତ ହେବାକୁ ପରମେଶ୍ୱରଙ୍କ ହସ୍ତ ସେମାନଙ୍କ ମଧ୍ୟରେ ବିଦ୍ୟମାନ ହେଲା।