2 Chronicles 30:13 — Compare Translations

5 translations compared side by side

Odia - 1840
"ଅନକେ ଲୋକ ତାଡ଼ୀଶୂନ୍ଯ ରୋଟୀର ପର୍ବ ପାଳନ କରିବା ନିମନ୍ତେ ଆସି ୟିରୁଶାଲମ ରେ ଦ୍ବିତୀୟ ମାସ ରେ ଏକତ୍ର ହେଲେ। ତାହା ଏକ ଅତି ବୃହତ୍ ଜନତାର ଭିଡ଼ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଦ୍ଵିତୀୟ ମାସରେ ତାଡ଼ିଶୂନ୍ୟ ରୋଟୀର ପର୍ବ ପାଳନ କରିବା ପାଇଁ ଅନେକ ଲୋକର ଅତି ମହାସମାଜ ଯିରୂଶାଲମରେ ଏକତ୍ରିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅନେକ ଲୋକ ତାଡ଼ୀଶୂନ୍ୟ ରୋଟୀର ପର୍ବ ପାଳନ କରିବା ନିମନ୍ତେ ଆସି ଯିରୁଶାଲମରେ ଦ୍ୱିତୀୟ ମାସରେ ଏକତ୍ର ହେଲେ। ତାହା ଏକ ଅତି ବୃହତ୍ ଜନତାର ଭିଡ଼ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଦ୍ୱିତୀୟ ମାସରେ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କରିବା ପାଇଁ ଅନେକ ଲୋକର ଅତି ମହାସମାଜ ଯିରୂଶାଲମରେ ଏକତ୍ରିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଦ୍ୱିତୀୟ ମାସରେ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କରିବା ପାଇଁ ଅନେକ ଲୋକର ଅତି ମହାସମାଜ ଯିରୂଶାଲମରେ ଏକତ୍ରିତ ହେଲେ।