2 Chronicles 30:14 — Compare Translations

5 translations compared side by side

Odia - 1840
"ସହେି ଲୋକମାନେ ୟିରୁଶାଲମ ରେ ଥିବା ଭଣ୍ଡ ଦବେତାମାନଙ୍କର ୟଜ୍ଞବଦେୀ ସବୁ ନିଃଶଷେ କରି ଦେଲେ। ଆହୁରି ମଧ୍ଯ, ସମାନେେ ଭଣ୍ଡ ଦବେତାମାନଙ୍କର ସମସ୍ତ ସୁଗନ୍ଧିଧୂପର ବଦେୀ ନଷ୍ଟ କରି ଦେଲେ। ସମାନେେ ସହେି ୟଜ୍ଞବଦେୀଗୁଡ଼ିକୁ କିଦ୍ରୋଣ ଉପତ୍ୟକା ରେ ଫିଙ୍ଗି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ଉଠି ଯିରୂଶାଲମସ୍ଥ ଯଜ୍ଞବେଦି ସବୁ ଦୂର କଲେ ଓ ଧୂପଦାହାର୍ଥକ ଯଜ୍ଞବେଦିସବୁ ଦୂର କରି କିଦ୍ରୋଣ ନଦୀରେ ନିକ୍ଷେପ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ଯିରୁଶାଲମରେ ଥିବା ଭଣ୍ଡ ଦେବତାମାନଙ୍କର ଯଜ୍ଞବେଦି ସବୁ ନିଃଶେଷ କରିଦେଲେ। ଆହୁରି ମଧ୍ୟ, ସେମାନେ ଭଣ୍ଡ ଦେବତାମାନଙ୍କର ସମସ୍ତ ସୁଗନ୍ଧିଧୂପର ବେଦି ନଷ୍ଟ କରିଦେଲେ। ସେମାନେ ସେହି ଯଜ୍ଞବେଦିଗୁଡ଼ିକୁ କିଦ୍ରୋଣ ଉପତ୍ୟକାରେ ଫିଙ୍ଗି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଉଠି ଯିରୂଶାଲମସ୍ଥ ଯଜ୍ଞବେଦିସବୁ ଦୂର କଲେ ଓ ଧୂପଦାହାର୍ଥକ ଯଜ୍ଞବେଦିସବୁ ଦୂର କରି କିଦ୍ରୋଣ ନଦୀରେ ନିକ୍ଷେପ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଉଠି ଯିରୂଶାଲମସ୍ଥ ଯଜ୍ଞବେଦି ସବୁ ଦୂର କଲେ ଓ ଧୂପଦାହାର୍ଥକ ଯଜ୍ଞବେଦିସବୁ ଦୂର କରି କିଦ୍ରୋଣ ନଦୀରେ ନିକ୍ଷେପ କଲେ।