2 Chronicles 30:15 — Compare Translations

5 translations compared side by side

Odia - 1840
"ଏହାପରେ ସମାନେେ ଦ୍ବିତୀୟ ମାସର ଚତୁର୍ଦ୍ଦଶତମ ଦିନ ରେ ନିସ୍ତାରପର୍ବର ମଷେଶାବକଙ୍କୁ ହତ୍ଯା କଲେ। ଯାଜକମାନେ ଓ ଲବେୀୟମାନେ ଲଜ୍ଜିତ ହେଲେ। ସମାନେେ ପବିତ୍ର ସବୋକାର୍ୟ୍ଯ ନିମନ୍ତେ ନିଜକୁ ପ୍ରସ୍ତୁତ କଲେ। ଯାଜକ ଓ ଲବେୀୟମାନେ ସଦାପ୍ରଭୁଙ୍କ ମନ୍ଦିରକୁ ହାମବେଳି ଉପହାର ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେମାନେ ଦ୍ଵିତୀୟ ମାସର ଚତୁର୍ଦ୍ଦଶ ଦିନରେ ନିସ୍ତାର ପର୍ବର ବଳି ବଧ କଲେ; ତହିଁରେ ଯାଜକମାନେ ଓ ଲେବୀୟମାନେ ଲଜ୍ଜିତ ହୋଇ ଆପଣାମାନଙ୍କୁ ପବିତ୍ର କଲେ ଓ ସଦାପ୍ରଭୁଙ୍କ ଗୃହକୁ ହୋମବଳି ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେମାନେ ଦ୍ୱିତୀୟ ମାସର ଚତୁର୍ଦ୍ଦଶତମ ଦିନରେ ନିସ୍ତାରପର୍ବର ମେଷଶାବକଙ୍କୁ ହତ୍ୟା କଲେ। ଯାଜକମାନେ ଓ ଲେବୀୟମାନେ ଲଜ୍ଜିତ ହେଲେ। ସେମାନେ ପବିତ୍ର ସେବାକାର୍ଯ୍ୟ ନିମନ୍ତେ ନିଜକୁ ପ୍ରସ୍ତୁତ କଲେ। ଯାଜକ ଓ ଲେବୀୟମାନେ ସଦାପ୍ରଭୁଙ୍କ ମନ୍ଦିରକୁ ହୋମବଳି ଉପହାର ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେମାନେ ଦ୍ୱିତୀୟ ମାସର ଚତୁର୍ଦ୍ଦଶ ଦିନରେ ନିସ୍ତାର ପର୍ବର ବଳି ବଧ କଲେ; ତହିଁରେ ଯାଜକମାନେ ଓ ଲେବୀୟମାନେ ଲଜ୍ଜିତ ହୋଇ ଆପଣାମାନଙ୍କୁ ପବିତ୍ର କଲେ ଓ ସଦାପ୍ରଭୁଙ୍କ ଗୃହକୁ ହୋମବଳି ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେମାନେ ଦ୍ୱିତୀୟ ମାସର ଚତୁର୍ଦ୍ଦଶ ଦିନରେ ନିସ୍ତାର ପର୍ବର ବଳି ବଧ କଲେ; ତହିଁରେ ଯାଜକମାନେ ଓ ଲେବୀୟମାନେ ଲଜ୍ଜିତ ହୋଇ ଆପଣାମାନଙ୍କୁ ପବିତ୍ର କଲେ ଓ ସଦାପ୍ରଭୁଙ୍କ ଗୃହକୁ ହୋମବଳି ଆଣିଲେ।