2 Chronicles 30:16 — Compare Translations

5 translations compared side by side

Odia - 1840
"ପରମେଶ୍ବରଙ୍କ ଲୋକ ମାଶାଙ୍କେ ବ୍ଯବସ୍ଥା ନିଯମ ରେ ଯେଉଁ ପ୍ରକାର କୁହାୟାଇଥିଲା, ସମାନେେ ସହେି ପ୍ରକା ରେ ସମାନଙ୍କେର ନିଯମିତ ସ୍ଥାନ ଗ୍ରହଣ କଲେ। ଲବେୀୟମାନେ ଯାଜକମାନଙ୍କୁ ରକ୍ତ ଦେଲେ। ତା'ପରେ ଯାଜକମାନେ ୟଜ୍ଞବଦେୀ ଉପରେ ରକ୍ତକୁ ସିଞ୍ଚନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ପରମେଶ୍ଵରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାନୁସାରେ ଶ୍ରେଣୀକ୍ରମେ ଆପଣା ଆପଣା ସ୍ଥାନରେ ଠିଆ ହେଲେ; ଯାଜକମାନେ ଲେବୀୟମାନଙ୍କ ହସ୍ତରୁ ରକ୍ତ ଗ୍ରହଣ କରି ସେଚନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଲୋକ ମୋଶାଙ୍କ ବ୍ୟବସ୍ଥା ନିୟମରେ ଯେଉଁ ପ୍ରକାର କୁହାଯାଇଥିଲା, ସେମାନେ ସେହି ପ୍ରକାରେ ସେମାନଙ୍କର ନିୟମିତ ସ୍ଥାନ ଗ୍ରହଣ କଲେ। ଲେବୀୟମାନେ ଯାଜକମାନଙ୍କୁ ରକ୍ତ ଦେଲେ। ତା’ପରେ ଯାଜକମାନେ ଯଜ୍ଞବେଦି ଉପରେ ରକ୍ତକୁ ସିଞ୍ଚନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନେ ପରମେଶ୍ୱରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାନୁସାରେ ଶ୍ରେଣୀକ୍ରମେ ଆପଣା ଆପଣା ସ୍ଥାନରେ ଠିଆ ହେଲେ; ଯାଜକମାନେ ଲେବୀୟମାନଙ୍କ ହସ୍ତରୁ ରକ୍ତ ଗ୍ରହଣ କରି ସେଚନ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନେ ପରମେଶ୍ୱରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାନୁସାରେ ଶ୍ରେଣୀକ୍ରମେ ଆପଣା ଆପଣା ସ୍ଥାନରେ ଠିଆ ହେଲେ; ଯାଜକମାନେ ଲେବୀୟମାନଙ୍କ ହସ୍ତରୁ ରକ୍ତ ଗ୍ରହଣ କରି ସେଚନ କଲେ।