2 Chronicles 30:17 — Compare Translations
5 translations compared side by side
Odia - 1840
"ଦଳ ରେ ଅନକେ ଲୋକ ଥିଲେ, ଯେଉଁମାନେ ପବିତ୍ର ସବୋକାର୍ୟ୍ଯ ନିମନ୍ତେ ନିଜକୁ ପ୍ରସ୍ତୁତ କରି ନ ଥିଲେ, ତେଣୁ ସମାନଙ୍କେୁ ନିସ୍ତାରପର୍ବର ମଷେଶାବକକୁ ବଧ କରିବାକୁ ଅନୁମତି ଦିଆଗଲା ନାହିଁ। ତେଣୁ ପରିଷ୍କୃତ ହାଇେ ନ ଥିବା ପ୍ରେତ୍ୟକକ ବ୍ଯକ୍ତିର ନିମନ୍ତେ ଲବେୀୟମାନେ ନିସ୍ତାରପର୍ବର ମଷେଶାବକଗୁଡ଼ିକୁ ହତ୍ଯା କରିବାର ଦାଯିତ୍ବ ନେଲେ। ଲବେୀୟମାନେ ପ୍ରେତ୍ୟକକ ମଷେଶାବକକୁ ସଦାପ୍ରଭୁଙ୍କ ନିମନ୍ତେ ପବିତ୍ର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସମାଜ ମଧ୍ୟରେ ଅନେକ ଲୋକ ଆପଣାମାନଙ୍କୁ ପବିତ୍ର କରି ନ ଥିଲେ; ଏହେତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବାକୁ ପ୍ରତ୍ୟେକ ଅଶୁଚି ଲୋକ ନିମନ୍ତେ ନିସ୍ତାର ପର୍ବର ବଳି ବଧ କରିବାର ଭାର ଲେବୀୟମାନଙ୍କ ଉପରେ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦଳରେ ଅନେକ ଲୋକ ଥିଲେ, ଯେଉଁମାନେ ପବିତ୍ର ସେବାକାର୍ଯ୍ୟ ନିମନ୍ତେ ନିଜକୁ ପ୍ରସ୍ତୁତ କରି ନ ଥିଲେ, ତେଣୁ ସେମାନଙ୍କୁ ନିସ୍ତାରପର୍ବର ମେଷଶାବକକୁ ବଧ କରିବାକୁ ଅନୁମତି ଦିଆଗଲା ନାହିଁ। ତେଣୁ ପରିଷ୍କୃତ ହୋଇ ନ ଥିବା ପ୍ରତ୍ୟେକ ବ୍ୟକ୍ତିର ନିମନ୍ତେ ଲେବୀୟମାନେ ନିସ୍ତାରପର୍ବର ମେଷଶାବକଗୁଡ଼ିକୁ ହତ୍ୟା କରିବାର ଦାୟିତ୍ୱ ନେଲେ। ଲେବୀୟମାନେ ପ୍ରତ୍ୟେକ ମେଷଶାବକକୁ ସଦାପ୍ରଭୁଙ୍କ ନିମନ୍ତେ ପବିତ୍ର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସମାଜ ମଧ୍ୟରେ ଅନେକ ଲୋକ ଆପଣାମାନଙ୍କୁ ପବିତ୍ର କରି ନ ଥିଲେ; ଏହେତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବାକୁ ପ୍ରତ୍ୟେକ ଅଶୁଚି ଲୋକ ନିମନ୍ତେ ନିସ୍ତାର ପର୍ବର ବଳି ବଧ କରିବାର ଭାର ଲେବୀୟମାନଙ୍କ ଉପରେ ଥିଲା।
Odia IRV 2017 (ଓଡିଆ ବାଇବେଲ)
କାରଣ ସମାଜ ମଧ୍ୟରେ ଅନେକ ଲୋକ ଆପଣାମାନଙ୍କୁ ପବିତ୍ର କରି ନ ଥିଲେ; ଏହେତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବାକୁ ପ୍ରତ୍ୟେକ ଅଶୁଚି ଲୋକ ନିମନ୍ତେ ନିସ୍ତାର ପର୍ବର ବଳି ବଧ କରିବାର ଭାର ଲେବୀୟମାନଙ୍କ ଉପରେ ଥିଲା।