2 Chronicles 30:19 — Compare Translations

4 translations compared side by side

Odia - 1840
"ଏହି ଲୋକମାନେ ପ୍ରକୃତ ରେ ଯଥାର୍ଥ ରୂପେ ତୁମ୍ଭର ଉପାସନା କରିବାକୁ ଚାହିଁଥିଲେ, କିନ୍ତୁ ସମାନେେ ବ୍ଯବସ୍ଥା ନିଯମାନୁୟାଯୀ ନିଜକୁ ପରିଷ୍କୃତ କରିପାରିଲେ ନାହିଁ। ଦୟାକରି କରୁଣା ପ୍ରଦର୍ଶନ କର ଓ ସହେି ଲୋକମାନଙ୍କୁ କ୍ଷମା କର। ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଯାହାଙ୍କୁ ମାନିଥିଲେ ତୁମ୍ଭେ ସହେି ପରମେଶ୍ବର ଅଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେକେହି ପରମେଶ୍ଵରଙ୍କର, ସଦାପ୍ରଭୁ ଆପଣା ପୈତୃକ ପରମେଶ୍ଵରଙ୍କର ଅନ୍ଵେଷଣ କରିବା ପାଇଁ ଅନ୍ତଃକରଣ ନିବିଷ୍ଟ କରେ, ସେ ଧର୍ମଧାମର ଶୌଚବିଧି ଅନୁସାରେ ଶୁଚି ନୋହିଲେ ହେଁ ମଙ୍ଗଳମୟ ସଦାପ୍ରଭୁ ତାହାକୁ କ୍ଷମା କରନ୍ତୁ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯେକେହି ପରମେଶ୍ୱରଙ୍କର, ସଦାପ୍ରଭୁ ଆପଣା ପୈତୃକ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଅନ୍ତଃକରଣ ନିବିଷ୍ଟ କରେ, ସେ ଧର୍ମଧାମର ଶୌଚବିଧି ଅନୁସାରେ ଶୁଚି ନୋହିଲେ ହେଁ ମଙ୍ଗଳମୟ ସଦାପ୍ରଭୁ ତାହାକୁ କ୍ଷମା କରନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ଯେକେହି ପରମେଶ୍ୱରଙ୍କର, ସଦାପ୍ରଭୁ ଆପଣା ପୈତୃକ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଅନ୍ତଃକରଣ ନିବିଷ୍ଟ କରେ, ସେ ଧର୍ମଧାମର ଶୌଚବିଧି ଅନୁସାରେ ଶୁଚି ନୋହିଲେ ହେଁ ମଙ୍ଗଳମୟ ସଦାପ୍ରଭୁ ତାହାକୁ କ୍ଷମା କରନ୍ତୁ।