2 Chronicles 30:2 — Compare Translations
5 translations compared side by side
Odia - 1840
"ଦ୍ବିତୀୟ ମାସ ରେ ନିସ୍ତାରପର୍ବ ପାଳିବା ନିମନ୍ତେ ରାଜା ହିଜକିଯ ତାଙ୍କର ସମସ୍ତ ପଦାଧିକାରୀ ଓ ୟିରୁଶାଲମର ସମସ୍ତ ଜନତାଙ୍କ ସହ ଏକମତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ରାଜା, ତାଙ୍କର ଅଧିପତିମାନେ ଓ ଯିରୂଶାଲମସ୍ଥ ସମଗ୍ର ସମାଜ ଦ୍ଵିତୀୟ ମାସରେ ନିସ୍ତାର ପର୍ବ ପାଳନ କରିବା ପାଇଁ ମନ୍ତ୍ରଣା କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦ୍ୱିତୀୟ ମାସରେ ନିସ୍ତାରପର୍ବ ପାଳିବା ନିମନ୍ତେ ରାଜା ହିଜକିୟ ତାଙ୍କର ସମସ୍ତ ପଦାଧିକାରୀ ଓ ଯିରୁଶାଲମର ସମସ୍ତ ଜନତାଙ୍କ ସହ ଏକମତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ରାଜା, ତାଙ୍କର ଅଧିପତିମାନେ ଓ ଯିରୂଶାଲମସ୍ଥ ସମଗ୍ର ସମାଜ ଦ୍ୱିତୀୟ ମାସରେ ନିସ୍ତାର ପର୍ବ ପାଳନ କରିବା ପାଇଁ ମନ୍ତ୍ରଣା କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ରାଜା, ତାଙ୍କର ଅଧିପତିମାନେ ଓ ଯିରୂଶାଲମସ୍ଥ ସମଗ୍ର ସମାଜ ଦ୍ୱିତୀୟ ମାସରେ ନିସ୍ତାର ପର୍ବ ପାଳନ କରିବା ପାଇଁ ମନ୍ତ୍ରଣା କରିଥିଲେ।