2 Chronicles 30:20 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ରାଜା ହିଜକିଯଙ୍କ ପ୍ରାର୍ଥନା ଶୁଣିଲେ। ସଦାପ୍ରଭୁ ଲୋକମାନଙ୍କୁ କ୍ଷମା ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସଦାପ୍ରଭୁ ହିଜକୀୟଙ୍କର ବାକ୍ୟରେ କର୍ଣ୍ଣପାତ କଲେ ଓ ଲୋକମାନଙ୍କୁ ସୁସ୍ଥ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ରାଜା ହିଜକିୟଙ୍କ ପ୍ରାର୍ଥନା ଶୁଣିଲେ। ସଦାପ୍ରଭୁ ଲୋକମାନଙ୍କୁ କ୍ଷମା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ ହିଜକୀୟଙ୍କର ବାକ୍ୟରେ କର୍ଣ୍ଣପାତ କଲେ ଓ ଲୋକମାନଙ୍କୁ ସୁସ୍ଥ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁ ହିଜକୀୟଙ୍କର ବାକ୍ୟରେ କର୍ଣ୍ଣପାତ କଲେ ଓ ଲୋକମାନଙ୍କୁ ସୁସ୍ଥ କଲେ।