2 Chronicles 30:21 — Compare Translations

5 translations compared side by side

Odia - 1840
"ୟିରୁଶାଲମ ରେ ଇଶ୍ରାୟେଲର ସନ୍ତାନମାନେ ତାଡ଼ୀଶୂନ୍ଯ ପାଉଁରୋଟୀର ପର୍ବ ସାତଦିନ ପର୍ୟ୍ଯନ୍ତ ପାଳନ କଲେ। ସମାନେେ ଅତ୍ଯନ୍ତ ଆନନ୍ଦିତ ଥିଲେ। ଲବେୀୟ ଓ ଯାଜକମାନେ ପ୍ରତିଦିନ ସମାନଙ୍କେର ସମସ୍ତ ଶକ୍ତି ସହିତ ସଦାପ୍ରଭୁଙ୍କର ପ୍ରଶଂସା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଯିରୂଶାଲମରେ ଉପସ୍ଥିତ ଇସ୍ରାଏଲ-ସନ୍ତାନଗଣ ମହାନନ୍ଦରେ ସାତ ଦିନ ତାଡ଼ିଶୂନ୍ୟ ରୋଟୀର ପର୍ବ ପାଳନ କଲେ; ପୁଣି ଲେବୀୟମାନେ ଓ ଯାଜକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉଚ୍ଚ ବାଦ୍ୟଧ୍ଵନିରେ ଗାନ କରି ପ୍ରତି ଦିନ ସଦାପ୍ରଭୁଙ୍କର ପ୍ରଶଂସା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମରେ ଇସ୍ରାଏଲର ସନ୍ତାନମାନେ ତାଡ଼ୀଶୂନ୍ୟ ପାଉଁରୋଟୀର ପର୍ବ ସାତ ଦିନ ପର୍ଯ୍ୟନ୍ତ ପାଳନ କଲେ। ସେମାନେ ଅତ୍ୟନ୍ତ ଆନନ୍ଦିତ ଥିଲେ। ଲେବୀୟ ଓ ଯାଜକମାନେ ପ୍ରତିଦିନ ସେମାନଙ୍କର ସମସ୍ତ ଶକ୍ତି ସହିତ ସଦାପ୍ରଭୁଙ୍କର ପ୍ରଶଂସା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଯିରୂଶାଲମରେ ଉପସ୍ଥିତ ଇସ୍ରାଏଲ-ସନ୍ତାନଗଣ ମହାନନ୍ଦରେ ସାତ ଦିନ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ; ପୁଣି ଲେବୀୟମାନେ ଓ ଯାଜକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉଚ୍ଚ ବାଦ୍ୟ ଧ୍ୱନିରେ ଗାନ କରି ପ୍ରତିଦିନ ସଦାପ୍ରଭୁଙ୍କର ପ୍ରଶଂସା କଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଯିରୂଶାଲମରେ ଉପସ୍ଥିତ ଇସ୍ରାଏଲ ସନ୍ତାନଗଣ ମହାନନ୍ଦରେ ସାତ ଦିନ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ; ପୁଣି ଲେବୀୟମାନେ ଓ ଯାଜକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉଚ୍ଚ ବାଦ୍ୟ ଧ୍ୱନିରେ ଗାନ କରି ପ୍ରତି ଦିନ ସଦାପ୍ରଭୁଙ୍କର ପ୍ରଶଂସା କଲେ।