2 Chronicles 30:22 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କ ସବୋକାର୍ୟ୍ଯ କିପରି କରିବାକୁ ହବେ, ଏହା ଯେଉଁ ଲବେୀୟମାନେ ଜାଣିଥିଲେ, ସମାନଙ୍କେୁ ରାଜା ହିଜକିଯ ଉତ୍ସାହିତ କଲେ। ଲୋକମାନେ ସାତଦିନ ପର୍ୟ୍ଯନ୍ତ ଉତ୍ସବ ପାଳନ କଲେ ଓ ବଳି ଉତ୍ସର୍ଗ କଲେ। ସମାନେେ ସମାନଙ୍କେ ପୂର୍ବପୁରୁଷମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କର ଧନ୍ଯବାଦ ଓ ପ୍ରଶଂସା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେଉଁ ସକଳ ଲେବୀୟ ଲୋକ ସଦାପ୍ରଭୁଙ୍କ ସେବାକାର୍ଯ୍ୟରେ ସୁଦକ୍ଷ ଥିଲେ, ସେମାନଙ୍କୁ ହିଜକୀୟ ଚିତ୍ତ ପ୍ରବୋଧକ କଥା କହିଲେ । ତହୁଁ ସେମାନେ ପର୍ବର ସାତ ଦିନଯାକ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଭୋଜନ କଲେ ଓ ସଦାପ୍ରଭୁ ସେମାନଙ୍କ ପୈତୃକ ପରମେଶ୍ଵରଙ୍କ ନିକଟରେ ସ୍ଵୀକାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ସେବାକାର୍ଯ୍ୟ କିପରି କରିବାକୁ ହେବ, ଏହା ଯେଉଁ ଲେବୀୟମାନେ ଜାଣିଥିଲେ, ସେମାନଙ୍କୁ ରାଜା ହିଜକିୟ ଉତ୍ସାହିତ କଲେ। ଲୋକମାନେ ସାତ ଦିନ ପର୍ଯ୍ୟନ୍ତ ଉତ୍ସବ ପାଳନ କଲେ ଓ ବଳି ଉତ୍ସର୍ଗ କଲେ। ସେମାନେ ସେମାନଙ୍କ ପୂର୍ବପୁରୁଷମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କର ଧନ୍ୟବାଦ ଓ ପ୍ରଶଂସା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେଉଁ ସକଳ ଲେବୀୟ ଲୋକ ସଦାପ୍ରଭୁଙ୍କ ସେବାକାର୍ଯ୍ୟରେ ସୁଦକ୍ଷ ଥିଲେ, ସେମାନଙ୍କୁ ହିଜକୀୟ ଚିତ୍ତ ପ୍ରବୋଧକ କଥା କହିଲେ। ତହୁଁ ସେମାନେ ପର୍ବର ସାତ ଦିନସାରା ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଭୋଜନ କଲେ ଓ ସଦାପ୍ରଭୁ ସେମାନଙ୍କ ପୈତୃକ ପରମେଶ୍ୱରଙ୍କ ନିକଟରେ ସ୍ୱୀକାର କଲେ।
Odia IRV 2017 (ଓଡିଆ ବାଇବେଲ)