2 Chronicles 30:23 — Compare Translations

5 translations compared side by side

Odia - 1840
"ସବୁ ଲୋକମାନେ ଆଉ ଅଧିକ ସାତଦିନ ରହିବା ନିମନ୍ତେ ସମ୍ମତ ହେଲେ। ସମାନେେ ଆହୁରି ସାତଦିନ ପର୍ୟ୍ଯନ୍ତ ନିସ୍ତାରପର୍ବ ପାଳନ କରି ଅତ୍ଯନ୍ତ ଆନନ୍ଦିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଆଉ ସାତ ଦିନ ପାଳନ କରିବା ପାଇଁ ସମଗ୍ର ସମାଜ ପରାମର୍ଶ କଲେ; ପୁଣି, ସେମାନେ ସେହି ସାତ ଦିନ ଆନନ୍ଦରେ ପାଳନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସବୁ ଲୋକମାନେ ଆଉ ଅଧିକ ସାତ ଦିନ ରହିବା ନିମନ୍ତେ ସମ୍ମତ ହେଲେ। ସେମାନେ ଆହୁରି ସାତ ଦିନ ପର୍ଯ୍ୟନ୍ତ ନିସ୍ତାରପର୍ବ ପାଳନ କରି ଅତ୍ୟନ୍ତ ଆନନ୍ଦିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଆଉ ସାତ ଦିନ ପାଳନ କରିବା ପାଇଁ ସମଗ୍ର ସମାଜ ପରାମର୍ଶ କଲେ; ପୁଣି, ସେମାନେ ସେହି ସାତ ଦିନ ଆନନ୍ଦରେ ପାଳନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଆଉ ସାତ ଦିନ ପାଳନ କରିବା ପାଇଁ ସମଗ୍ର ସମାଜ ପରାମର୍ଶ କଲେ; ପୁଣି, ସେମାନେ ସେହି ସାତ ଦିନ ଆନନ୍ଦରେ ପାଳନ କଲେ।