2 Chronicles 30:24 — Compare Translations
5 translations compared side by side
Odia - 1840
"ଯିହୁଦାର ରାଜା ହିଜକିଯ ସମ୍ମିଳିତ ଜନତାକୁ 1,000 ବଳଦ ଓ 7,000 ମଷେକୁ ହତ୍ଯାକରି ଭୋଜନ କରିବା ନିମନ୍ତେ ପ୍ରଦାନ କଲେ। ନେତାମାନେ ସମ୍ମିଳିତ ଜନତାକୁ 1,000 ବଳଦ ଓ 10,000 ମଷେ ଦେଲେ। ଅନକେ ଯାଜକମାନେ ପବିତ୍ର ସବୋକାର୍ୟ୍ଯ ନିମନ୍ତେ ନିଜକୁ ପ୍ରସ୍ତୁତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଯିହୁଦାର ରାଜା ହିଜକୀୟ ଉପହାର ନିମନ୍ତେ ସମାଜକୁ ଏକ ସହସ୍ର ବୃଷ ଓ ସାତ ସହସ୍ର ମେଷ ଦେଲେ; ଆଉ, ଅଧିପତିମାନେ ସମାଜକୁ ଏକ ସହସ୍ର ବୃଷ ଓ ଦଶ ସହସ୍ର ମେଷ ଦେଲେ; ପୁଣି ଯାଜକମାନଙ୍କ ମଧ୍ୟରୁ ଅନେକେ ଆପଣାମାନଙ୍କୁ ପବିତ୍ର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ରାଜା ହିଜକିୟ ସମ୍ମିଳିତ ଜନତାକୁ 1000 ବଳଦ ଓ 7000 ମେଷକୁ ହତ୍ୟାକରି ଭୋଜନ କରିବା ନିମନ୍ତେ ପ୍ରଦାନ କଲେ। ନେତାମାନେ ସମ୍ମିଳିତ ଜନତାକୁ 1000 ବଳଦ ଓ 10,000 ମେଷ ଦେଲେ। ଅନେକ ଯାଜକମାନେ ପବିତ୍ର ସେବାକାର୍ଯ୍ୟ ନିମନ୍ତେ ନିଜକୁ ପ୍ରସ୍ତୁତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଯିହୁଦାର ରାଜା ହିଜକୀୟ ଉପହାର ନିମନ୍ତେ ସମାଜକୁ ଏକ ସହସ୍ର ବୃଷ ଓ ସାତ ସହସ୍ର ମେଷ ଦେଲେ; ଆଉ, ଅଧିପତିମାନେ ସମାଜକୁ ଏକ ସହସ୍ର ବୃଷ ଓ ଦଶ ସହସ୍ର ମେଷ ଦେଲେ; ପୁଣି ଯାଜକମାନଙ୍କ ମଧ୍ୟରୁ ଅନେକେ ଆପଣାମାନଙ୍କୁ ପବିତ୍ର କଲେ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଯିହୁଦାର ରାଜା ହିଜକୀୟ ଉପହାର ନିମନ୍ତେ ସମାଜକୁ ଏକ ସହସ୍ର ବୃଷ ଓ ସାତ ସହସ୍ର ମେଷ ଦେଲେ; ଆଉ, ଅଧିପତିମାନେ ସମାଜକୁ ଏକ ସହସ୍ର ବୃଷ ଓ ଦଶ ସହସ୍ର ମେଷ ଦେଲେ; ପୁଣି ଯାଜକମାନଙ୍କ ମଧ୍ୟରୁ ଅନେକେ ଆପଣାମାନଙ୍କୁ ପବିତ୍ର କଲେ।