2 Chronicles 30:25 — Compare Translations
5 translations compared side by side
Odia - 1840
"ଯିହୁଦାର ସମ୍ମିଳିତ ଜନତା, ଯାଜକଗଣ ଓ ଲବେୀୟ ସମସ୍ତେ, ଇଶ୍ରାୟେଲର ସମସ୍ତ ସମ୍ମିଳିତ ଜନତା ଓ ଇଶ୍ରାୟେଲୀୟମାନେ ଓ ଯିହୁଦା ରେ ବାସ କରୁଥିବା ବିଦେଶୀଗଣ ଅତ୍ଯନ୍ତ ଆନନ୍ଦିତ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯାଜକ ଓ ଲେବୀୟମାନଙ୍କ ସହିତ ଯିହୁଦାର ସମଗ୍ର ସମାଜ ଓ ଇସ୍ରାଏଲ ମଧ୍ୟରୁ ଆଗତ ସମଗ୍ର ସମାଜ, ପୁଣି ଇସ୍ରାଏଲ ଦେଶରୁ ଆଗତ ଓ ଯିହୁଦା ନିବାସୀ ବିଦେଶୀଗଣ ଆନନ୍ଦ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ସମ୍ମିଳିତ ଜନତା, ଯାଜକଗଣ ଓ ଲେବୀୟ ସମସ୍ତେ, ଇସ୍ରାଏଲର ସମସ୍ତ ସମ୍ମିଳିତ ଜନତା ଓ ଇସ୍ରାଏଲୀୟମାନେ ଓ ଯିହୁଦାରେ ବାସ କରୁଥିବା ବିଦେଶୀଗଣ ଅତ୍ୟନ୍ତ ଆନନ୍ଦିତ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯାଜକ ଓ ଲେବୀୟମାନଙ୍କ ସହିତ ଯିହୁଦାର ସମଗ୍ର ସମାଜ ଓ ଇସ୍ରାଏଲ ମଧ୍ୟରୁ ଆଗତ ସମଗ୍ର ସମାଜ, ପୁଣି ଇସ୍ରାଏଲ ଦେଶରୁ ଆଗତ ଓ ଯିହୁଦା ନିବାସୀ ବିଦେଶୀଗଣ ଆନନ୍ଦ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯାଜକ ଓ ଲେବୀୟମାନଙ୍କ ସହିତ ଯିହୁଦାର ସମଗ୍ର ସମାଜ ଓ ଇସ୍ରାଏଲ ମଧ୍ୟରୁ ଆଗତ ସମଗ୍ର ସମାଜ, ପୁଣି ଇସ୍ରାଏଲ ଦେଶରୁ ଆଗତ ଓ ଯିହୁଦା ନିବାସୀ ବିଦେଶୀଗଣ ଆନନ୍ଦ କଲେ।