2 Chronicles 30:26 — Compare Translations

5 translations compared side by side

Odia - 1840
"ତେଣୁ ୟିରୁଶାଲମ ରେ ମହାଆନନ୍ଦ ହେଲା। ଇଶ୍ରାୟେଲର ରାଜା ଦାଉଦଙ୍କ ପୁତ୍ର ଶଲୋମନଙ୍କ ସମୟରେ ଏପରି ଆନନ୍ଦ ଉତ୍ସବ ହାଇେଥିଲା, ଆଉ କବେେ ହେଁ ହାଇେ ନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଯିରୂଶାଲମରେ ମହାନନ୍ଦ ହେଲା; କାରଣ ଇସ୍ରାଏଲର ରାଜା ଦାଉଦଙ୍କର ପୁତ୍ର ଶଲୋମନଙ୍କ ସମୟଠାରୁ ଯିରୂଶାଲମରେ ଏପରି ଆଉ ହୋଇ ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯିରୁଶାଲମରେ ମହାଆନନ୍ଦ ହେଲା। ଇସ୍ରାଏଲର ରାଜା ଦାଉଦଙ୍କ ପୁତ୍ର ଶଲୋମନଙ୍କ ସମୟରେ ଏପରି ଆନନ୍ଦ ଉତ୍ସବ ହୋଇଥିଲା, ଆଉ କେବେ ହେଁ ହୋଇ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଯିରୂଶାଲମରେ ମହାନନ୍ଦ ହେଲା; କାରଣ ଇସ୍ରାଏଲର ରାଜା ଦାଉଦଙ୍କର ପୁତ୍ର ଶଲୋମନଙ୍କ ସମୟଠାରୁ ଯିରୂଶାଲମରେ ଏପରି ଆଉ ହୋଇ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଯିରୂଶାଲମରେ ମହାନନ୍ଦ ହେଲା; କାରଣ ଇସ୍ରାଏଲର ରାଜା ଦାଉଦଙ୍କର ପୁତ୍ର ଶଲୋମନଙ୍କ ସମୟଠାରୁ ଯିରୂଶାଲମରେ ଏପରି ଆଉ ହୋଇ ନ ଥିଲା।