2 Chronicles 30:27 — Compare Translations

5 translations compared side by side

Odia - 1840
"ଯାଜକମାନେ ଓ ଲବେୀୟମାନେ ଉଠି ଛିଡ଼ା ହେଲେ ଓ ଲୋକମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ। ପରମେଶ୍ବର ସମାନଙ୍କେ କଥା ଶୁଣିଲେ, ସମାନଙ୍କେର ପ୍ରାର୍ଥନା ସଦାପ୍ରଭୁଙ୍କ ପବିତ୍ର ଗୃହ ସ୍ବର୍ଗ ରେ ପହଞ୍ଚିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଲେବୀୟ ଯାଜକମାନେ ଉଠି ଲୋକମାନଙ୍କୁ କଲ୍ୟାଣ କଲେ; ପୁଣି ସେମାନଙ୍କ ରବରେ ମନୋଯୋଗ କରାଗଲା ଓ ସେମାନଙ୍କ ପ୍ରାର୍ଥନା ତାହାଙ୍କ ପବିତ୍ର ବାସସ୍ଥାନ ସ୍ଵର୍ଗ ପର୍ଯ୍ୟନ୍ତ ପ୍ରବେଶ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯାଜକମାନେ ଓ ଲେବୀୟମାନେ ଉଠି ଛିଡ଼ା ହେଲେ ଓ ଲୋକମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ। ପରମେଶ୍ୱର ସେମାନଙ୍କ କଥା ଶୁଣିଲେ, ସେମାନଙ୍କର ପ୍ରାର୍ଥନା ସଦାପ୍ରଭୁଙ୍କ ପବିତ୍ର ଗୃହ ସ୍ୱର୍ଗରେ ପହଞ୍ଚିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଲେବୀୟ ଯାଜକମାନେ ଉଠି ଲୋକମାନଙ୍କୁ ଆଶୀର୍ବାଦ କଲେ; ପୁଣି ସେମାନଙ୍କ ରବରେ ମନୋଯୋଗ କରାଗଲା ଓ ସେମାନଙ୍କ ପ୍ରାର୍ଥନା ତାହାଙ୍କ ପବିତ୍ର ବାସସ୍ଥାନ ସ୍ୱର୍ଗ ପର୍ଯ୍ୟନ୍ତ ପ୍ରବେଶ କଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଲେବୀୟ ଯାଜକମାନେ ଉଠି ଲୋକମାନଙ୍କୁ ଆଶୀର୍ବାଦ କଲେ; ପୁଣି ସେମାନଙ୍କ ରବରେ ମନୋଯୋଗ କରାଗଲା ଓ ସେମାନଙ୍କ ପ୍ରାର୍ଥନା ତାହାଙ୍କ ପବିତ୍ର ବାସସ୍ଥାନ ସ୍ୱର୍ଗ ପର୍ଯ୍ୟନ୍ତ ପ୍ରବେଶ କଲା।