2 Chronicles 30:3 — Compare Translations

5 translations compared side by side

Odia - 1840
"ସମାନେେ ନିଯମିତ ସମୟରେ ନିସ୍ତାରପର୍ବର ଉତ୍ସବ ପାଳନ କରିପାରିଲେ ନାହିଁ। କାରଣ ପବିତ୍ର ସବୋକାର୍ୟ୍ଯ ନିମନ୍ତେ ୟଥେଷ୍ଟ ସଂଖ୍ଯକ ଯାଜକ ନିଜକୁ ପ୍ରସ୍ତୁତ କରିପାରି ନ ଥିଲେ। ଆଉ ଗୋଟିଏ କାରଣ ଥିଲା, ଲୋକମାନେ ୟିରୁଶାଲମ ରେ ଏକତ୍ରୀତ ହାଇେ ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯଥେଷ୍ଟସଂଖ୍ୟକ ଯାଜକ ଆପଣାମାନଙ୍କୁ ପବିତ୍ର କରି ନ ଥିବାରୁ, କିଅବା ଲୋକମାନେ ଯିରୂଶାଲମରେ ଏକତ୍ରିତ ହୋଇ ନ ଥିବାରୁ ସେସମୟରେ ସେମାନେ ତାହା ପାଳନ କରି ପାରି ନ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ନିୟମିତ ସମୟରେ ନିସ୍ତାରପର୍ବର ଉତ୍ସବ ପାଳନ କରି ପାରିଲେ ନାହିଁ। କାରଣ ପବିତ୍ର ସେବାକାର୍ଯ୍ୟ ନିମନ୍ତେ ଯଥେଷ୍ଟ ସଂଖ୍ୟକ ଯାଜକ ନିଜକୁ ପ୍ରସ୍ତୁତ କରିପାରି ନ ଥିଲେ। ଆଉ ଗୋଟିଏ କାରଣ ଥିଲା, ଲୋକମାନେ ଯିରୁଶାଲମରେ ଏକତ୍ରିତ ହୋଇ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯଥେଷ୍ଟ ସଂଖ୍ୟକ ଯାଜକ ଆପଣାମାନଙ୍କୁ ପବିତ୍ର କରି ନ ଥିବାରୁ, କିଅବା ଲୋକମାନେ ଯିରୂଶାଲମରେ ଏକତ୍ରିତ ହୋଇ ନ ଥିବାରୁ ସେସମୟରେ ସେମାନେ ତାହା ପାଳନ କରିପାରି ନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯଥେଷ୍ଟ ସଂଖ୍ୟକ ଯାଜକ ଆପଣାମାନଙ୍କୁ ପବିତ୍ର କରି ନ ଥିବାରୁ, କିଅବା ଲୋକମାନେ ଯିରୂଶାଲମରେ ଏକତ୍ରିତ ହୋଇ ନ ଥିବାରୁ ସେସମୟରେ ସେମାନେ ତାହା ପାଳନ କରି ପାରି ନ ଥିଲେ।