2 Chronicles 30:5 — Compare Translations
5 translations compared side by side
Odia - 1840
"ତେଣୁ ସମାନେେ ବେର୍ଶବୋ ସହରଠାରୁ ଦାନ ସହର ପର୍ୟ୍ଯନ୍ତ ଇଶ୍ରାୟେଲର ପ୍ରେତ୍ୟକକ ସ୍ଥାନ ରେ ଏକ ଘାଷେଣା କଲେ। ସମାନେେ ଲୋକମାନଙ୍କୁ ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବରଙ୍କ ନିମନ୍ତେ ନିସ୍ତାରପର୍ବ ପାଳନ କରିବା ପାଇଁ ୟିରୁଶାଲମକୁ ଆସିବାକୁ କହିଲେ। ମାଶାଙ୍କେ ଦତ୍ତ ବ୍ଯବସ୍ଥା ନିଯମ ରେ ଯେଉଁ ପ୍ରକାର ଭାବେ ନିସ୍ତାର ପର୍ବ ପାଳନ କରିବାକୁ କୁହାୟାଇଅଛି, ସେ ପ୍ରକାର ଭାବ ଇଶ୍ରାୟେଲର ବହୁତ ସଂଖ୍ଯକ ଲୋକ ଅନକେ ବର୍ଷ ଧରି ପାଳନ କରି ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଲୋକମାନେ ଯେପରି ଯିରୂଶାଲମରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବାକୁ ଆସିବେ, ଏଥିପାଇଁ ସେମାନେ ବେର୍ଶେବାଠାରୁ ଦାନ୍ ପର୍ଯ୍ୟନ୍ତ ଇସ୍ରାଏଲର ସର୍ବତ୍ର ଏହା ଘୋଷଣା କରିବାକୁ ସ୍ଥିର କଲେ । କାରଣ ସେମାନେ ଲିଖନାନୁସାରେ ଏରୂପ ବହୁସଂଖ୍ୟକ ହୋଇ ପାଳନ କରି ନ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେମାନେ ବେର୍ଶେବା ସହରଠାରୁ ଦାନ୍ ସହର ପର୍ଯ୍ୟନ୍ତ ଇସ୍ରାଏଲର ପ୍ରତ୍ୟେକ ସ୍ଥାନରେ ଏହା ଘୋଷଣା କଲେ। ସେମାନେ ଲୋକମାନଙ୍କୁ ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କ ନିମନ୍ତେ ନିସ୍ତାରପର୍ବ ପାଳନ କରିବା ପାଇଁ ଯିରୁଶାଲମକୁ ଆସିବାକୁ କହିଲେ। ମୋଶାଙ୍କ ଦତ୍ତ ବ୍ୟବସ୍ଥା ନିୟମରେ ଯେଉଁ ପ୍ରକାର ଭାବେ ନିସ୍ତାରପର୍ବ ପାଳନ କରିବାକୁ କୁହାଯାଇଅଛି, ସେ ପ୍ରକାର ଭାବ ଇସ୍ରାଏଲର ବହୁତ ସଂଖ୍ୟକ ଲୋକ ଅନେକ ବର୍ଷ ଧରି ପାଳନ କରି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଲୋକମାନେ ଯେପରି ଯିରୂଶାଲମରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବାକୁ ଆସିବେ, ଏଥିପାଇଁ ସେମାନେ ବେର୍ଶେବାଠାରୁ ଦାନ୍ ପର୍ଯ୍ୟନ୍ତ ଇସ୍ରାଏଲର ସର୍ବତ୍ର ଏହା ଘୋଷଣା କରିବାକୁ ସ୍ଥିର କଲେ। କାରଣ ସେମାନେ ଲିଖନାନୁସାରେ ଏରୂପ ବହୁସଂଖ୍ୟକ ହୋଇ ପାଳନ କରି ନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଲୋକମାନେ ଯେପରି ଯିରୂଶାଲମରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବାକୁ ଆସିବେ, ଏଥିପାଇଁ ସେମାନେ ବେର୍ଶେବା ଠାରୁ ଦାନ୍ ପର୍ଯ୍ୟନ୍ତ ଇସ୍ରାଏଲର ସର୍ବତ୍ର ଏହା ଘୋଷଣା କରିବାକୁ ସ୍ଥିର କଲେ। କାରଣ ସେମାନେ ଲିଖନାନୁସାରେ ଏରୂପ ବହୁସଂଖ୍ୟକ ହୋଇ ପାଳନ କରି ନ ଥିଲେ।