2 Chronicles 30:6 — Compare Translations

5 translations compared side by side

Odia - 1840
"ତେଣୁ ବାର୍ତ୍ତାବାହକମାନେ ରାଜାଙ୍କର ପତ୍ର ନଇେ ଇଶ୍ରାୟେଲ ଓ ଯିହୁଦାର ସମସ୍ତ ଅଞ୍ଚଳକୁ ଗଲେ। ସହେି ପତ୍ର ରେ ଏହିପରି ଲଖାେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଦୂତମାନେ ରାଜା ଓ ତାଙ୍କର ଅଧିପତି-ମାନଙ୍କଠାରୁ ପତ୍ର ନେଇ ଇସ୍ରାଏଲ ଓ ଯିହୁଦାର ସର୍ବତ୍ରଣଗମନ କରି ରାଜାଜ୍ଞାନୁସାରେ ଏହି କଥା କହିଲେ, ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ଅବ୍ରହାମର ଓ ଇସ୍‍ହାକର ଓ ଇସ୍ରାଏଲର ପରମେଶ୍ଵର ସଦାପ୍ରଭୁଙ୍କ ପ୍ରତି ପୁନର୍ବାର ଫେର, ତହିଁରେ ସେ ଅଶୂର-ରାଜଗଣ ହସ୍ତରୁ ରକ୍ଷିତ ତୁମ୍ଭମାନଙ୍କ ଅବଶିଷ୍ଟାଂଶ ପ୍ରତି ଫେରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ବାର୍ତ୍ତାବାହକମାନେ ରାଜାଙ୍କର ପତ୍ର ନେଇ ଇସ୍ରାଏଲ ଓ ଯିହୁଦାର ସମସ୍ତ ଅଞ୍ଚଳକୁ ଗଲେ। ସେହି ପତ୍ରରେ ଏହିପରି ଲେଖାଥିଲା। “ଇସ୍ରାଏଲ ସନ୍ତାନଗଣ, ଅବ୍ରହାମ, ଇ‌ସ୍‌ହାକ ଓ ଇସ୍ରାଏଲ ଯେଉଁ ସଦାପ୍ରଭୁ ପରମେଶ୍ୱରଙ୍କୁ ମାନିଥିଲେ, ତାଙ୍କ ନିକଟକୁ ଫେରି ଆସ। ଯେଉଁ ଲୋକମାନେ ବର୍ତ୍ତମାନ ସୁଦ୍ଧା ଜୀବିତ ଅଛ ଓ ଅଶୂର ରାଜାର କବଳରୁ ଖସି ଆସିଛ, ପରମେଶ୍ୱରଙ୍କ ନିକଟକୁ ତୁମ୍ଭେମାନେ ଫେରି ଆସିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଦୂତମାନେ ରାଜା ଓ ତାଙ୍କର ଅଧିପତିମାନଙ୍କଠାରୁ ପତ୍ର ନେଇ ଇସ୍ରାଏଲ ଓ ଯିହୁଦାର ସର୍ବତ୍ର ଗମନ କରି ରାଜାଜ୍ଞାନୁସାରେ ଏହି କଥା କହିଲେ, “ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଅବ୍ରହାମର ଓ ଇସ୍‌ହାକର ଓ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ପ୍ରତି ପୁନର୍ବାର ଫେର, ତହିଁରେ ସେ ଅଶୂର-ରାଜାଗଣ ହସ୍ତରୁ ରକ୍ଷିତ ତୁମ୍ଭମାନଙ୍କ ଅବଶିଷ୍ଟାଂଶ ପ୍ରତି ଫେରିବେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଦୂତମାନେ ରାଜା ଓ ତାଙ୍କର ଅଧିପତିମାନଙ୍କଠାରୁ ପତ୍ର ନେଇ ଇସ୍ରାଏଲ ଓ ଯିହୁଦାର ସର୍ବତ୍ର ଗମନ କରି ରାଜାଜ୍ଞାନୁସାରେ ଏହି କଥା କହିଲେ, “ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ଅବ୍ରହାମର ଓ ଇସ୍‍ହାକର ଓ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ପ୍ରତି ପୁନର୍ବାର ଫେର, ତହିଁରେ ସେ ଅଶୂର-ରାଜାଗଣ ହସ୍ତରୁ ରକ୍ଷିତ ତୁମ୍ଭମାନଙ୍କ ଅବଶିଷ୍ଟାଂଶ ପ୍ରତି ଫେରିବେ।