2 Chronicles 30:7 — Compare Translations

5 translations compared side by side

Odia - 1840
"ତୁମ୍ଭମାନଙ୍କର ପିତାଙ୍କର କିମ୍ବା ତୁମ୍ଭମାନଙ୍କର ଭ୍ରାତାଗଣଙ୍କ ପରି ହୁଅ ନାହିଁ। ସଦାପ୍ରଭୁ ସମାନଙ୍କେର ପୂର୍ବପୁରୁଷମାନଙ୍କର ପରମେଶ୍ବର ଥିଲେ, କିନ୍ତୁ ସମାନେେ ତାଙ୍କର ବିରୁଦ୍ଧ ରେ ଗଲେ। ତେଣୁ ସଦାପ୍ରଭୁ ସମାନଙ୍କେୁ ଧ୍ବଂସ କଲେ, ଏହା ତୁମ୍ଭେ ଜାଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭେମାନେ ଆପଣାମାନଙ୍କ ପିତୃଗଣ ଓ ଭ୍ରାତୃଗଣ ତୁଲ୍ୟ ନ ହୁଅ, ସେମାନେ ଆପଣା ପୂର୍ବପୁରୁଷ-ଗଣର ପରମେଶ୍ଵର ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟଲଙ୍ଘନ କଲେ, ତେଣୁ ତୁମ୍ଭେମାନେ ଦେଖୁଅଛ ଯେ, ସେ ସେମାନଙ୍କୁ ବିନାଶରେ ସମର୍ପଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କର ପିତାଙ୍କର କିମ୍ବା ତୁମ୍ଭମାନଙ୍କର ଭ୍ରାତାଗଣଙ୍କ ପରି ହୁଅ ନାହିଁ। ସଦାପ୍ରଭୁ ସେମାନଙ୍କର ପୂର୍ବପୁରୁଷମାନଙ୍କର ପରମେଶ୍ୱର ଥିଲେ, କିନ୍ତୁ ସେମାନେ ତାଙ୍କର ବିରୁଦ୍ଧରେ ଗଲେ। ତେଣୁ ସଦାପ୍ରଭୁ ସେମାନଙ୍କୁ ଧ୍ୱଂସ କଲେ, ଏହା ତୁମ୍ଭେ ଜାଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭେମାନେ ଆପଣାମାନଙ୍କ ପିତୃଗଣ ଓ ଭ୍ରାତୃଗଣ ତୁଲ୍ୟ ନ ହୁଅ, ସେମାନେ ଆପଣା ପୂର୍ବପୁରୁଷଗଣର ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲେ, ତେଣୁ ତୁମ୍ଭେମାନେ ଦେଖୁଅଛ ଯେ, ସେ ସେମାନଙ୍କୁ ବିନାଶରେ ସମର୍ପଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭେମାନେ ଆପଣାମାନଙ୍କ ପିତୃଗଣ ଓ ଭ୍ରାତୃଗଣ ତୁଲ୍ୟ ନ ହୁଅ, ସେମାନେ ଆପଣା ପୂର୍ବପୁରୁଷଗଣର ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲେ, ତେଣୁ ତୁମ୍ଭେମାନେ ଦେଖୁଅଛ ଯେ, ସେ ସେମାନଙ୍କୁ ବିନାଶରେ ସମର୍ପଣ କଲେ।