2 Chronicles 31:1 — Compare Translations
5 translations compared side by side
Odia - 1840
"ନିସ୍ତାରପର୍ବର ଉତ୍ସବ ଶଷେ ହେଲା। ନିସ୍ତାରପର୍ବ ନିମନ୍ତେ ୟିରୁଶାଲମ ରେ ଥିବା ଇଶ୍ରାୟେଲର ଲୋକମାନେ ଯିହୁଦାର ସହରଗୁଡ଼କୁ ଫରେିଗଲେ। ଏହାପରେ ସମାନେେ ସହେି ସହରଗୁଡ଼ିକରେ ଥିବା ପଥରର ମୂର୍ତ୍ତିକୁ ଭାଙ୍ଗି ଧୂଳିସାତ୍ କଲେ। ସହେି ପଥର ମୂର୍ତ୍ତିଗୁଡ଼ିକ ଭଣ୍ଡ ଦବେତାମାନଙ୍କର ପୂଜା କରିବା ନିମନ୍ତେ ବ୍ଯବହୃତ ହେଉଥିଲା। ସହେି ଲୋକମାନେ ଆଶରୋ ସ୍ତମ୍ଭଗୁଡ଼ିକୁ ମଧ୍ଯ କାଟି ପକାଇଲେ। ଆଉ ସମାନେେ ଯିହୁଦା ଓ ବିନ୍ଯାମୀନ ରେ ଥିବା ଉଚ୍ଚ ସ୍ଥାନ ଓ ୟଜ୍ଞବଦେୀଗୁଡ଼ିକୁ ନଷ୍ଟ କରି ଦେଲେ। ଲୋକମାନେ ଇଫ୍ରଯିମ୍ ଓ ମନଃଶିର ସମସ୍ତ ଅଞ୍ଚଳ ରେ ମଧ୍ଯ ସହେି ପ୍ରକାର କଲେ। ଭଣ୍ଡ ଦବେତାର ପୂଜା ଉଦ୍ଦେଶ୍ଯ ରେ ବ୍ଯବହୃତ ସମସ୍ତ ବସ୍ତୁକୁ ବିନଷ୍ଟ ନ କରିବା ପର୍ୟ୍ଯନ୍ତ ଲୋକମାନେ ଏହିପରି କାର୍ୟ୍ଯ କଲେ। ଏହାପରେ ସମସ୍ତ ଇଶ୍ରାୟେଲୀୟମାନେ ସମାନଙ୍କେର ନିଜ ସହର ଓ ଗୃହକୁ ଫରେିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିସବୁ ସମାପ୍ତ ହେଲା ଉତ୍ତାରେ ଉପସ୍ଥିତ ସମଗ୍ର ଇସ୍ରାଏଲ ଯିହୁଦାର ନଗରମାନଙ୍କୁ ଯାଇ ସ୍ତମ୍ଭସବୁ ଭାଙ୍ଗି ପକାଇଲେ ଓ ଆଶେରାମୂର୍ତ୍ତିମାନ କାଟି ପକାଇଲେ, ପୁଣି ନିଃଶେଷରେ ବିନାଶ ନ କରିବା ପର୍ଯ୍ୟନ୍ତ ସମସ୍ତ ଯିହୁଦା ଓ ବିନ୍ୟାମୀନ ମଧ୍ୟରୁ, ଆହୁରି ଇଫ୍ରୟିମ୍ ଓ ମନଃଶିରେ ସ୍ଥିତ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ । ତହୁଁ ଇସ୍ରାଏଲ-ସନ୍ତାନଗଣର ପ୍ରତ୍ୟେକ ଲୋକ ଆପଣା ଆପଣା ଅଧିକାର ଓ ନଗରକୁ ଫେରିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ହିଜକିୟ ଉନ୍ନତିମୂଳକ କାର୍ଯ୍ୟ କଲେ ନିସ୍ତାରପର୍ବର ଉତ୍ସବ ଶେଷ ହେଲା। ନିସ୍ତାରପର୍ବ ନିମନ୍ତେ ଯିରୁଶାଲମରେ ଥିବା ଇସ୍ରାଏଲର ଲୋକମାନେ ଯିହୁଦାର ସହରଗୁଡ଼କୁ ଫେରିଗଲେ। ଏହା ପରେ ସେମାନେ ସେହି ସହରଗୁଡ଼ିକରେ ଥିବା ପଥରର ମୂର୍ତ୍ତିକୁ ଭାଙ୍ଗି ଧୂଳିସାତ୍ କଲେ। ସେହି ପଥର ମୂର୍ତ୍ତିଗୁଡ଼ିକ ଭଣ୍ଡ ଦେବତାମାନଙ୍କର ପୂଜା କରିବା ନିମନ୍ତେ ବ୍ୟବହୃତ ହେଉଥିଲା। ସେହି ଲୋକମାନେ ଆଶେରା ସ୍ତମ୍ଭଗୁଡ଼ିକୁ ମଧ୍ୟ କାଟି ପକାଇଲେ। ଆଉ ସେମାନେ ଯିହୁଦା ଓ ବିନ୍ୟାମୀନରେ ଥିବା ଉଚ୍ଚ ସ୍ଥାନ ଓ ଯଜ୍ଞବେଦିଗୁଡ଼ିକୁ ନଷ୍ଟ କରିଦେଲେ। ଲୋକମାନେ ଇଫ୍ରୟିମ୍ ଓ ମନଃଶିର ସମସ୍ତ ଅଞ୍ଚଳରେ ମଧ୍ୟ ସେହି ପ୍ରକାର କଲେ। ଭଣ୍ଡ ଦେବତାର ପୂଜା ଉଦ୍ଦେଶ୍ୟରେ ବ୍ୟବହୃତ ସମସ୍ତ ବସ୍ତୁକୁ ବିନଷ୍ଟ ନ କରିବା ପର୍ଯ୍ୟନ୍ତ ଲୋକମାନେ ଏହିପରି କାର୍ଯ୍ୟ କଲେ। ଏହା ପରେ ସମସ୍ତ ଇସ୍ରାଏଲୀୟମାନେ ସେମାନଙ୍କର ନିଜ ସହର ଓ ଗୃହକୁ ଫେରିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିସବୁ ସମାପ୍ତ ହେଲା ଉତ୍ତାରେ ଉପସ୍ଥିତ ସମଗ୍ର ଇସ୍ରାଏଲ ଯିହୁଦାର ନଗରମାନଙ୍କୁ ଯାଇ ସ୍ତମ୍ଭସବୁ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତିମାନ କାଟି ପକାଇଲେ, ପୁଣି ନିଃଶେଷରେ ବିନାଶ ନ କରିବା ପର୍ଯ୍ୟନ୍ତ ସମସ୍ତ ଯିହୁଦା ଓ ବିନ୍ୟାମୀନ୍ ମଧ୍ୟରୁ, ଆହୁରି ଇଫ୍ରୟିମ ଓ ମନଃଶିରେ ସ୍ଥିତ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ। ତହୁଁ ଇସ୍ରାଏଲ-ସନ୍ତାନଗଣର ପ୍ରତ୍ୟେକ ଲୋକ ଆପଣା ଆପଣା ଅଧିକାର ଓ ନଗରକୁ ଫେରିଗଲେ।
Odia IRV 2017 (ଓଡିଆ ବାଇବେଲ)
ଏହିସବୁ ସମାପ୍ତ ହେଲା ଉତ୍ତାରେ ଉପସ୍ଥିତ ସମଗ୍ର ଇସ୍ରାଏଲ ଯିହୁଦାର ନଗରମାନଙ୍କୁ ଯାଇ ସ୍ତମ୍ଭସବୁ ଭାଙ୍ଗି ପକାଇଲେ ଓ ଆଶେରାମୂର୍ତ୍ତିମାନ କାଟି ପକାଇଲେ, ପୁଣି ନିଃଶେଷରେ ବିନାଶ ନ କରିବା ପର୍ଯ୍ୟନ୍ତ ସମସ୍ତ ଯିହୁଦା ଓ ବିନ୍ୟାମୀନ୍ ମଧ୍ୟରୁ, ଆହୁରି ଇଫ୍ରୟିମ ଓ ମନଃଶିରେ ସ୍ଥିତ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ। ତହୁଁ ଇସ୍ରାଏଲ ସନ୍ତାନଗଣର ପ୍ରତ୍ୟେକ ଲୋକ ଆପଣା ଆପଣା ଅଧିକାର ଓ ନଗରକୁ ଫେରି ଗଲେ।