2 Chronicles 31:11 — Compare Translations
5 translations compared side by side
Odia - 1840
"ଏହାପରେ ହିଜକିଯ, ଯାଜକମାନଙ୍କୁ ସଦାପ୍ରଭୁଙ୍କ ମନ୍ଦିର ନିମନ୍ତେ ଭଣ୍ଡାରଘର ସବୁ ପ୍ରସ୍ତୁତ କରିବାକୁ କହିଲେ। ତେଣୁ ଏହିପରି କରାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ହିଜକୀୟ ସଦାପ୍ରଭୁଙ୍କ ଗୃହରେ କେତେକ କୋଠରି ପ୍ରସ୍ତୁତ କରିବାକୁ ଆଜ୍ଞା କଲେ; ତହୁଁ ସେମାନେ ତାହା ପ୍ରସ୍ତୁତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ହିଜକିୟ, ଯାଜକମାନଙ୍କୁ ସଦାପ୍ରଭୁଙ୍କ ମନ୍ଦିର ନିମନ୍ତେ ଭଣ୍ଡାରଘର ସବୁ ପ୍ରସ୍ତୁତ କରିବାକୁ କହିଲେ। ତେଣୁ ଏହିପରି କରାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ହିଜକୀୟ ସଦାପ୍ରଭୁଙ୍କ ଗୃହରେ କେତେକ କୋଠରି ପ୍ରସ୍ତୁତ କରିବାକୁ ଆଜ୍ଞା କଲେ; ତହୁଁ ସେମାନେ ତାହା ପ୍ରସ୍ତୁତ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ହିଜକୀୟ ସଦାପ୍ରଭୁଙ୍କ ଗୃହରେ କେତେକ କୋଠରି ପ୍ରସ୍ତୁତ କରିବାକୁ ଆଜ୍ଞା କଲେ; ତହୁଁ ସେମାନେ ତାହା ପ୍ରସ୍ତୁତ କଲେ।