2 Chronicles 31:12 — Compare Translations
5 translations compared side by side
Odia - 1840
"ଏହାପରେ ଯାଜକମାନେ ନବୈେଦ୍ଯ ଦଶମାଂଶ ଓ ଅନ୍ଯାନ୍ଯ ବସ୍ତୁସବୁ ଆଣିଲେ, ଯେଉଁଗୁଡ଼ିକ କବଳେ ସଦାପ୍ରଭୁଙ୍କୁ ଦିଆୟିବା ନିମନ୍ତେ ଉଦ୍ଦିଷ୍ଟ ଥିଲା, ସହେି ସମସ୍ତ ସଂଗୃହୀତ ବସ୍ତୁ ମନ୍ଦିର ମଧ୍ଯସ୍ଥ ଭଣ୍ଡାର ଘରମାନଙ୍କ ରେ ରଖାଗଲା। ଲବେୀୟ କନାନିଯ ସହେି ସମସ୍ତ ସଂଗୃହୀତ ବସ୍ତୁର ଦାଯିତ୍ବ ରେ ଥିଲେ, ଶିମିଯି ଦ୍ବିତୀୟ ରେ ଏହି ଦାଯିତ୍ବ ରେ ଥିଲେ। ଶିମିଯି କନାନିଯଙ୍କ ଭ୍ରାତା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଲୋକମାନେ ବିଶ୍ଵସ୍ତ ରୂପେ ଉପହାର ଓ ଦଶମାଂଶ ଓ ପବିତ୍ରୀକୃତ ଦ୍ରବ୍ୟ ଆଣିଲେ; ଆଉ ତହିଁ ଉପରେ ଲେବୀୟ କନାନୀୟ ଅଧ୍ୟକ୍ଷ ଥିଲା ଓ ତାହାର ଭାଇ ଶିମୀୟି ଦ୍ଵିତୀୟ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯାଜକମାନେ ନୈବେଦ୍ୟ, ଦଶମାଂଶ ଓ ଅନ୍ୟାନ୍ୟ ବସ୍ତୁସବୁ ଆଣିଲେ, ଯେଉଁଗୁଡ଼ିକ କେବଳ ସଦାପ୍ରଭୁଙ୍କୁ ଦିଆଯିବା ନିମନ୍ତେ ଉଦ୍ଧିଷ୍ଟ ଥିଲା, ସେହି ସମସ୍ତ ସଂଗୃହୀତ ବସ୍ତୁ ମନ୍ଦିର ମଧ୍ୟସ୍ଥ ଭଣ୍ଡାର ଘରମାନଙ୍କରେ ରଖାଗଲା। ଲେବୀୟ କନାନିୟ ସେହି ସମସ୍ତ ସଂଗୃହୀତ ବସ୍ତୁର ଦାୟିତ୍ୱରେ ଥିଲେ, ଶିମିୟି ଦ୍ୱିତୀୟରେ ଏହି ଦାୟିତ୍ୱରେ ଥିଲେ। ଶିମିୟି କନାନିୟଙ୍କ ଭ୍ରାତା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଲୋକମାନେ ବିଶ୍ୱସ୍ତ ରୂପେ ଉପହାର, ଦଶମାଂଶ ଓ ପବିତ୍ରୀକୃତ ଦ୍ରବ୍ୟ ଆଣିଲେ; ଆଉ ତହିଁ ଉପରେ ଲେବୀୟ କୋନାନୀୟ ଅଧ୍ୟକ୍ଷ ଥିଲା ଓ ତାହାର ଭାଇ ଶିମୀୟି ଦ୍ୱିତୀୟ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଲୋକମାନେ ବିଶ୍ୱସ୍ତ ରୂପେ ଉପହାର, ଦଶମାଂଶ ଓ ପବିତ୍ରୀକୃତ ଦ୍ରବ୍ୟ ଆଣିଲେ; ଆଉ ତହିଁ ଉପରେ ଲେବୀୟ କୋନାନୀୟ ଅଧ୍ୟକ୍ଷ ଥିଲା ଓ ତାହାର ଭାଇ ଶିମୀୟି ଦ୍ୱିତୀୟ ଥିଲା।