2 Chronicles 31:13 — Compare Translations
5 translations compared side by side
Odia - 1840
"କନାନିଯ ଓ ତାଙ୍କର ଭୟାତା ଶିମିଯି ଏହି ଲୋକମାନଙ୍କର ତତ୍ତ୍ବାବଧାରକ ଥିଲେ: ୟିହୀଯେଲ୍, ଅସସିଯ, ନହତ୍, ଅସା ହେଲ୍, ଯିରମୋେତ୍, ୟୋଷାବଦ୍, ଇଲୀଯଲେ, ୟିଷ୍ମଖିଯ ମାହତ୍ ଓ ବନାଯ। ରାଜା ହିଜକିଯ ଓ ପରମେଶ୍ବର ମନ୍ଦିର ଦାଯିତ୍ବ ରେ ଥିବା ପଦାଧିକାରୀ ଅସରିଯ ସହେି ଲୋକମାନଙ୍କୁ ମନୋନୀତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯିହୀୟେଲ ଓ ଅସସୀୟ ଓ ନହତ୍ ଓ ଅସାହେଲ୍ ଓ ଯିରେମୋତ୍ ଓ ଯୋଷାବଦ୍ ଓ ଇଲୀୟେଲ ଓ ଯିଷ୍ମଖୀୟ ଓ ମାହତ୍ ଓ ବନାୟ, ଏମାନେ ହିଜକୀୟ ରାଜାଙ୍କର ଓ ପରମେଶ୍ଵରଙ୍କ ଗୃହାଧ୍ୟକ୍ଷ ଅସରୀୟର ନିଯୁକ୍ତି ଦ୍ଵାରା କନାନୀୟ ଓ ତାହାର ଭ୍ରାତା ଶିମୀୟିର ହସ୍ତାଧୀନରେ କାର୍ଯ୍ୟଶାସକ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
କନାନିୟ ଓ ତାଙ୍କର ଭ୍ରାତା ଶିମିୟି ଏହି ଲୋକମାନଙ୍କର ତତ୍ତ୍ୱାବଧାରକ ଥିଲେ: ଯିହୀୟେଲ୍, ଅସସିୟ, ନହତ୍, ଅସାହେଲ୍, ଯିରେମୋତ୍, ଯୋଷାବଦ୍, ଇଲୀୟେଲ, ଯିଷ୍ମଖିୟ, ମାହତ୍ ଓ ବନାୟ। ରାଜା ହିଜକିୟ ଓ ପରମେଶ୍ୱର ମନ୍ଦିର ଦାୟିତ୍ୱରେ ଥିବା ପଦାଧିକାରୀ ଅସରିୟ ସେହି ଲୋକମାନଙ୍କୁ ମନୋନୀତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯିହୀୟେଲ ଓ ଅସସୀୟ, ନହତ୍, ଅସାହେଲ, ଯିରେମୋତ୍, ଯୋଷାବଦ୍, ଇଲୀୟେଲ୍, ଯିଷ୍ମଖୀୟ, ମାହତ୍, ବନାୟ, ଏମାନେ ହିଜକୀୟ ରାଜାଙ୍କର ଓ ପରମେଶ୍ୱରଙ୍କ ଗୃହାଧ୍ୟକ୍ଷ ଅସରୀୟର ନିଯୁକ୍ତି ଦ୍ୱାରା କୋନାନୀୟ ଓ ତାହାର ଭ୍ରାତା ଶିମୀୟିର ହସ୍ତାଧୀନରେ କାର୍ଯ୍ୟଶାସକ ଥିଲେ।
Odia IRV 2017 (ଓଡିଆ ବାଇବେଲ)