2 Chronicles 31:14 — Compare Translations

5 translations compared side by side

Odia - 1840
"ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ଲୋକମାନେ ମୁକ୍ତ ଭାବରେ ଯେଉଁ ନବୈେଦ୍ଯ ଦେଉଥିଲେ, କୋରି ତାହାର ଦାଯିତ୍ବ ରେ ଥିଲେ। ସଦପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଦତ୍ତ, ସଂଗୃହୀତ ଦାନଗୁଡ଼ିକୁ ବିତରଣ କରିବା ଦାଯିତ୍ବ ତାଙ୍କର ଥିଲା। ଆଉ, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ରୀକୃତ ହାଇେଥିବା ଉପହାରଗୁଡ଼ିକୁ ବିତରଣ କରିବାର ଦାଯିତ୍ବ ମଧ୍ଯ ତାଙ୍କର ଥିଲା। କୋରି ପୂର୍ବଦିଗ ରେ ଥିବା ଦ୍ବାରର ଦ୍ବାରପାଳ ଥିଲେ। ତାଙ୍କ ପିତାଙ୍କର ନାମ ଥିଲା ଲବେୀୟ ୟିମ୍ନା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଲେବୀୟ ଯିସ୍ନାର ପୁତ୍ର କୋରି, ଯେ ପୂର୍ବ ଦିଗ ଦ୍ଵାରପାଳ ଥିଲା, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଓ ମହାପବିତ୍ର ବସ୍ତୁ ବିତରଣ କରିବା ପାଇଁ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ସ୍ଵେଚ୍ଛାଦତ୍ତ ଉପହାର ଉପରେ ନିଯୁକ୍ତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଲୋକମାନେ ମୁକ୍ତ ଭାବରେ ଯେଉଁ ନୈବେଦ୍ୟ ଦେଉଥିଲେ, କୋରି ତାହାର ଦାୟିତ୍ୱରେ ଥିଲେ। ସଦପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ, ସଂଗୃହୀତ ଦାନଗୁଡ଼ିକୁ ବିତରଣ କରିବା ଦାୟିତ୍ୱ ତାଙ୍କର ଥିଲା। ଆଉ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ରୀକୃତ ହୋଇଥିବା ଉପହାରଗୁଡ଼ିକୁ ବିତରଣ କରିବାର ଦାୟିତ୍ୱ ମଧ୍ୟ ତାଙ୍କର ଥିଲା। କୋରି ପୂର୍ବଦିଗରେ ଥିବା ଦ୍ୱାରର ଦ୍ୱାରପାଳ ଥିଲେ। ତାଙ୍କ ପିତାଙ୍କର ନାମ ଥିଲା ଲେବୀୟ ଯିମ୍ନା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଲେବୀୟ ଯିମ୍ନାର ପୁତ୍ର କୋରି, ଯେ ପୂର୍ବଦିଗ ଦ୍ୱାରପାଳ ଥିଲା, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଓ ମହାପବିତ୍ର ବସ୍ତୁ ବିତରଣ କରିବା ପାଇଁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ଉପହାର ଉପରେ ନିଯୁକ୍ତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ଲେବୀୟ ଯିମ୍ନାର ପୁତ୍ର କୋରି, ଯେ ପୂର୍ବ ଦିଗ ଦ୍ୱାରପାଳ ଥିଲା, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଓ ମହାପବିତ୍ର ବସ୍ତୁ ବିତରଣ କରିବା ପାଇଁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ଉପହାର ଉପରେ ନିଯୁକ୍ତ ହେଲା।