2 Chronicles 31:15 — Compare Translations

5 translations compared side by side

Odia - 1840
"ସେ ଏଦନ୍, ମିନ୍ଯାମୀନ, ଯଶୂେଯ, ଶମଯିଯ, ଅମରିଯ ଓ ଶିଖନିଯ କୋରିଙ୍କୁ ସାହାୟ୍ଯ କରୁଥିଲେ। ସହେି ବ୍ଯକ୍ତିମାନେ, ଯାଜକମାନେ ବାସ କରୁଥିବା ସହରଗୁଡ଼ିକରେ ବିଶ୍ବସ୍ତ ଭାବରେ ସବୋକାର୍ୟ୍ଯ କରୁଥିଲେ। ସମାନେେ ସଂଗୃହୀତ ସାମଗ୍ରୀକୁ ସମାନଙ୍କେର ଆତ୍ମୀଯ ଯାଜକମାନଙ୍କୁ ଦେଲେ, ସମାନେେ ବୃଦ୍ଧ ହୁଅନ୍ତୁ ବା ତରୁଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତାହାର ଅଧୀନରେ ଏଦନ୍ ଓ ମିନ୍ୟାମୀନ ଓ ଯେଶୂୟ ଓ ଶମୟୀୟ ଓ ଅମରୀୟ ଓ ଶଖନୀୟ, ଏମାନେ ଯାଜକମାନଙ୍କ ନାନା ନଗରରେ ଆପଣାମାନଙ୍କର ସାନ ବଡ଼ ଭାଇମାନଙ୍କୁ ପାଳି ଅନୁସାରେ ଦେବା ପାଇଁ ଆପଣା ଆପଣା ନିରୂପିତ ପଦରେ ରହିଲେ;
Odia Bible ERV 2004 (ପବିତ୍ର ବାଇବଲ)
ସେ ଏଦନ୍, ମିନ୍ୟାମିନ, ଯେଶୂୟ, ଶମୟିୟ, ଅମରିୟ ଓ ଶିଖନିୟ କୋରିଙ୍କୁ ସାହାଯ୍ୟ କରୁଥିଲେ। ସେହି ବ୍ୟକ୍ତିମାନେ, ଯାଜକମାନେ ବାସ କରୁଥିବା ସହରଗୁଡ଼ିକରେ ବିଶ୍ୱସ୍ତ ଭାବରେ ସେବାକାର୍ଯ୍ୟ କରୁଥିଲେ। ସେମାନେ ସଂଗୃହୀତ ସାମଗ୍ରୀକୁ ସେମାନଙ୍କର ଆତ୍ମୀୟ ଯାଜକମାନଙ୍କୁ ଦେଲେ, ସେମାନେ ବୃଦ୍ଧ ହୁଅନ୍ତୁ ବା ତରୁଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହାର ଅଧୀନରେ ଏଦନ, ମିନ୍ୟାମୀନ, ଯେଶୂୟ, ଶମୟୀୟ, ଅମରୀୟ ଓ ଶଖନୀୟ, ଏମାନେ ଯାଜକମାନଙ୍କ ନାନା ନଗରରେ ଆପଣାମାନଙ୍କର ସାନ ବଡ଼ ଭାଇମାନଙ୍କୁ ପାଳି ଅନୁସାରେ ଦେବା ପାଇଁ ଆପଣା ଆପଣା ନିରୂପିତ ପଦରେ ରହିଲେ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହାର ଅଧୀନରେ ଏଦନ, ମିନ୍ୟାମୀନ, ଯେଶୂୟ, ଶମୟୀୟ, ଅମରୀୟ ଓ ଶଖନୀୟ, ଏମାନେ ଯାଜକମାନଙ୍କ ନାନା ନଗରରେ ଆପଣାମାନଙ୍କର ସାନ ବଡ଼ ଭାଇମାନଙ୍କୁ ପାଳି ଅନୁସାରେ ଦେବା ପାଇଁ ଆପଣା ଆପଣା ନିରୂପିତ ପଦରେ ରହିଲେ;