2 Chronicles 31:17 — Compare Translations
5 translations compared side by side
Odia - 1840
"ଯାଜକମାନଙ୍କୁ ସମାନଙ୍କେର ସଂଗୃହୀତ ବସ୍ତୁର ଅଂଶ ଦଆଯାଉ ଥିଲା। ଏହିସବୁ ବିଭିନ୍ନ ବଂଶରୁ, ଯେଉଁ ଅନୁୟାଯୀ ବଂଶ ଇତିହାସ ରେ ତାଲିକାଭୁକ୍ତ ହାଇେଛନ୍ତି, ତହିଁନୁୟାଯୀ କରାଯାଉଥିଲା। କୋଡ଼ିଏ ବଯସ୍କ ଓ ତଦୁଦ୍ଧର୍ବ ବଯସର ଲବେୀୟମାନେ ସମାନଙ୍କେର ସଂଗୃହୀତ ଅଂଶ ପାଉଥିଲେ। ଏହା ସମାନଙ୍କେର ଦାଯିତ୍ବ ଓ ସମାନଙ୍କେର ଦଳାନୁୟାଯୀ ନିରୂପଣ କରାଯାଉଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆପଣା ଆପଣା ପିତୃବଂଶାନୁସାରେ ଯାଜକମାନେ, ପୁଣି କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନେ ବଂଶାବଳୀ କ୍ରମେ ସେମାନଙ୍କ ରକ୍ଷଣୀୟ ଓ ପାଳି ଅନୁସାରେ ଗଣିତ ହୋଇଥିଲେ;
Odia Bible ERV 2004 (ପବିତ୍ର ବାଇବଲ)
ଯାଜକମାନଙ୍କୁ ସେମାନଙ୍କର ସଂଗୃହୀତ ବସ୍ତୁର ଅଂଶ ଦିଆଯାଉ ଥିଲା। ଏହିସବୁ ବିଭିନ୍ନ ବଂଶରୁ, ଯେଉଁ ଅନୁଯାୟୀ ବଂଶ ଇତିହାସରେ ତାଲିକାଭୁକ୍ତ ହୋଇଛନ୍ତି, ତହିଁନୁଯାୟୀ କରାଯାଉଥିଲା। କୋଡ଼ିଏ ବୟସ୍କ ଓ ତତୁର୍ଦ୍ଧ୍ୱ ବୟସର ଲେବୀୟମାନେ ସେମାନଙ୍କର ସଂଗୃହୀତ ଅଂଶ ପାଉଥିଲେ। ଏହା ସେମାନଙ୍କର ଦାୟିତ୍ୱ ଓ ସେମାନଙ୍କର ଦଳନୁଯାୟୀ ନିରୂପଣ କରାଯାଉଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆପଣା ଆପଣା ପିତୃବଂଶାନୁସାରେ ଯାଜକମାନେ, ପୁଣି କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନେ ବଂଶାବଳୀ କ୍ରମେ ସେମାନଙ୍କ ରକ୍ଷଣୀୟ ଓ ପାଳି ଅନୁସାରେ ଗଣିତ ହୋଇଥିଲେ;
Odia IRV 2017 (ଓଡିଆ ବାଇବେଲ)
ଆଉ, ଆପଣା ଆପଣା ପିତୃବଂଶାନୁସାରେ ଯାଜକମାନେ, ପୁଣି କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନେ ବଂଶାବଳୀ କ୍ରମେ ସେମାନଙ୍କ ରକ୍ଷଣୀୟ ଓ ପାଳି ଅନୁସାରେ ଗଣିତ ହୋଇଥିଲେ;