2 Chronicles 31:18 — Compare Translations
5 translations compared side by side
Odia - 1840
"ଲବେୀୟ ଶିଶୁ, ସ୍ତ୍ରୀ, ପୁତ୍ର ଓ କନ୍ଯାଗଣ ମଧ୍ଯ ଏହି ସଂଗୃହୀତ ବସ୍ତୁର ଅଂଶ ଲାଭ କରୁଥିଲେ। ଯେଉଁ ଲବେୀୟମାନେ ବଂଶର ଇତିହାସ ରେ ତାଲିକାଭୁକ୍ତ ହାଇେଥିଲେ, ସମାନଙ୍କେ ନିମନ୍ତେ ଏହିପରି କରାଯାଉ ଥିଲା। କାରଣ ଲବେୀୟମାନେ ସର୍ବଦା ସବୋକାର୍ୟ୍ଯ ନିମନ୍ତେ ନିଜକୁ ପବିତ୍ର ଓ ପ୍ରସ୍ତୁତ କରି ରଖୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସମଗ୍ର ସମାଜ ମଧ୍ୟରେ ଲୋକମାନଙ୍କର ଶିଶୁ, ଭାର୍ଯ୍ୟା ଓ ପୁତ୍ର କନ୍ୟାମାନେ ବଂଶାବଳୀ କ୍ରମେ ଗଣିତ ହୋଇଥିଲେ; କାରଣ ସେମାନେ ଆପଣା ଆପଣା ନିରୂପିତ କାର୍ଯ୍ୟରେ ପବିତ୍ରତାରେ ଆପଣାମାନଙ୍କୁ ପବିତ୍ର କଲେ;
Odia Bible ERV 2004 (ପବିତ୍ର ବାଇବଲ)
ଲେବୀୟ ଶିଶୁ, ସ୍ତ୍ରୀ, ପୁତ୍ର ଓ କନ୍ୟାଗଣ ମଧ୍ୟ ଏହି ସଂଗୃହୀତ ବସ୍ତୁର ଅଂଶ ଲାଭ କରୁଥିଲେ। ଯେଉଁ ଲେବୀୟମାନେ ବଂଶର ଇତିହାସରେ ତାଲିକାଭୁକ୍ତ ହୋଇଥିଲେ, ସେମାନଙ୍କ ନିମନ୍ତେ ଏହିପରି କରାଯାଉ ଥିଲା। କାରଣ ଲେବୀୟମାନେ ସର୍ବଦା ସେବାକାର୍ଯ୍ୟ ନିମନ୍ତେ ନିଜକୁ ପବିତ୍ର ଓ ପ୍ରସ୍ତୁତ କରି ରଖୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସମଗ୍ର ସମାଜ ମଧ୍ୟରେ ଲୋକମାନଙ୍କର ଶିଶୁ, ଭାର୍ଯ୍ୟା ଓ ପୁତ୍ରକନ୍ୟାମାନେ ବଂଶାବଳୀ କ୍ରମେ ଗଣିତ ହୋଇଥିଲେ; କାରଣ ସେମାନେ ଆପଣା ଆପଣା ନିରୂପିତ କାର୍ଯ୍ୟରେ ପବିତ୍ରତାରେ ଆପଣାମାନଙ୍କୁ ପବିତ୍ର କଲେ;
Odia IRV 2017 (ଓଡିଆ ବାଇବେଲ)
ପୁଣି ସମଗ୍ର ସମାଜ ମଧ୍ୟରେ ଲୋକମାନଙ୍କର ଶିଶୁ, ଭାର୍ଯ୍ୟା ଓ ପୁତ୍ର କନ୍ୟାମାନେ ବଂଶାବଳୀ କ୍ରମେ ଗଣିତ ହୋଇଥିଲେ; କାରଣ ସେମାନେ ଆପଣା ଆପଣା ନିରୂପିତ କାର୍ଯ୍ୟରେ ପବିତ୍ରତାରେ ଆପଣାମାନଙ୍କୁ ପବିତ୍ର କଲେ;