2 Chronicles 31:19 — Compare Translations
5 translations compared side by side
Odia - 1840
"ଲବେୀୟମାନେ ଯେଉଁ ସହର ରେ ବାସ କରୁଥିଲେ, ତାହା ନିକଟରେ ହାରୋଣଙ୍କ ବଂଶଧର କେତଜେଣ ଯାଜକଙ୍କର ଶସ୍ଯକ୍ଷତେ ଥିଲା। ଆଉ ହାରୋଣଙ୍କର କେତଜେଣ ବଂଶଧର ମଧ୍ଯ ସହରମାନଙ୍କ ରେ ବାସ କରୁଥିଲେ। ହାରୋଣଙ୍କର ଏହି ବଂଶଧରମାନଙ୍କୁ ସଂଗୃହୀତ ଦ୍ରବ୍ଯରୁ ଅଂଶ ଦବୋ ନିମନ୍ତେ ଏହି ପ୍ରେତ୍ୟକକ ସହରର ଲୋକମାନଙ୍କୁ ସମାନଙ୍କେ ନାମ ଦ୍ବାରା ମନୋନୀତ କରାଯାଉ ଥିଲା। ଲବେୀୟମାନଙ୍କ ବଂଶର ଇତିହାସ ରେ ନାମଭୁକ୍ତ କରାୟାଇଥିବା ସମସ୍ତ ପୁରୁଷ ଓ ଅନ୍ୟମାନେ ସଂଗୃହୀତ ଦ୍ରବ୍ଯର ଅଂଶ ଲାଭ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ହାରୋଣଙ୍କର ଯେଉଁ ସନ୍ତାନ-ଯାଜକମାନେ ଆପଣା ଆପଣା ନଗରସ୍ଥ ତଳିଭୂମିର କ୍ଷେତ୍ରରେ ବାସ କଲେ, ସେମାନଙ୍କ ପ୍ରତ୍ୟେକ ନଗରରେ ଯାଜକମାନଙ୍କ ମଧ୍ୟରେ ସମସ୍ତ ପୁରୁଷଙ୍କୁ ଓ ଲେବୀୟମାନଙ୍କ ମଧ୍ୟରେ ବଂଶାବଳୀ କ୍ରମେ ଗଣିତ ସମସ୍ତଙ୍କୁ ଅଂଶ ଦେବା ପାଇଁ ଲୋକେ ନାମରେ ନିର୍ଣ୍ଣୀତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଲେବୀୟମାନେ ଯେଉଁ ସହରରେ ବାସ କରୁଥିଲେ, ତାହା ନିକଟରେ ହାରୋଣଙ୍କ ବଂଶଧର କେତେଜଣ ଯାଜକଙ୍କର ଶସ୍ୟକ୍ଷେତ୍ର ଥିଲା। ଆଉ ହାରୋଣଙ୍କର କେତେଜଣ ବଂଶଧର ମଧ୍ୟ ସହରମାନଙ୍କରେ ବାସ କରୁଥିଲେ। ହାରୋଣଙ୍କର ଏହି ବଂଶଧରମାନଙ୍କୁ ସଂଗୃହୀତ ଦ୍ରବ୍ୟରୁ ଅଂଶ ଦେବା ନିମନ୍ତେ ଏହି ପ୍ରତ୍ୟେକ ସହରର ଲୋକମାନଙ୍କୁ ସେମାନଙ୍କ ନାମ ଦ୍ୱାରା ମନୋନୀତ କରାଯାଉ ଥିଲା। ଲେବୀୟମାନଙ୍କ ବଂଶର ଇତିହାସରେ ନାମ ଭୁକ୍ତ କରାଯାଇଥିବା ସମସ୍ତ ପୁରୁଷ ଓ ଅନ୍ୟମାନେ ସଂଗୃହୀତ ଦ୍ରବ୍ୟର ଅଂଶ ଲାଭ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ହାରୋଣଙ୍କର ଯେଉଁ ସନ୍ତାନ-ଯାଜକମାନେ ଆପଣା ଆପଣା ନଗରସ୍ଥ ତଳିଭୂମିର କ୍ଷେତ୍ରରେ ବାସ କଲେ, ସେମାନଙ୍କ ପ୍ରତ୍ୟେକ ନଗରରେ ଯାଜକମାନଙ୍କ ମଧ୍ୟରେ ସମସ୍ତ ପୁରୁଷଙ୍କୁ ଓ ଲେବୀୟମାନଙ୍କ ମଧ୍ୟରେ ବଂଶାବଳୀ କ୍ରମେ ଗଣିତ ସମସ୍ତଙ୍କୁ ଅଂଶ ଦେବା ପାଇଁ ଲୋକେ ନାମରେ ନିର୍ଣ୍ଣୀତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ହାରୋଣଙ୍କର ଯେଉଁ ସନ୍ତାନ-ଯାଜକମାନେ ଆପଣା ଆପଣା ନଗରସ୍ଥ ତଳିଭୂମିର କ୍ଷେତ୍ରରେ ବାସ କଲେ, ସେମାନଙ୍କ ପ୍ରତ୍ୟେକ ନଗରରେ ଯାଜକମାନଙ୍କ ମଧ୍ୟରେ ସମସ୍ତ ପୁରୁଷଙ୍କୁ ଓ ଲେବୀୟମାନଙ୍କ ମଧ୍ୟରେ ବଂଶାବଳୀ କ୍ରମେ ଗଣିତ ସମସ୍ତଙ୍କୁ ଅଂଶ ଦେବା ପାଇଁ ଲୋକେ ନାମରେ ନିର୍ଣ୍ଣୀତ ହେଲେ।