2 Chronicles 31:2 — Compare Translations
5 translations compared side by side
Odia - 1840
"ରାଜା ହିଜକିଯ ଯାଜକ ଓ ଲବେୀୟମାନଙ୍କୁ ସମାନଙ୍କେର ଭିନ୍ନ ଭିନ୍ନ ଦଳ ଅନୁସାରେ ସଂଗଠିତ କଲେ। ପ୍ରେତ୍ୟକକ ଦଳର ନିଜସ୍ବ ବିଶଷେ କାର୍ୟ୍ଯ ରହିଥିଲା। ତେଣୁ ଯାଜକମାନେ ଓ ଲବେୀୟମାନେ ପୁନର୍ବାର ହାମବେଳି ଉପହାର ଓ ମଙ୍ଗଳାର୍ଥକ ନବୈେଦ୍ଯ ଉତ୍ସର୍ଗ କରିବାର କାର୍ୟ୍ଯ କଲେ। ଆଉ ମଧ୍ଯ ପରମେଶ୍ବର ମନ୍ଦିର ରେ ସବୋକାର୍ୟ୍ଯ ଏବଂ ସଦାପ୍ରଭୁଙ୍କ ମନ୍ଦିର ଦ୍ବାରଗୁଡ଼ିକ ନିକଟରେ ପ୍ରଶଂସାଗାନ କରିବା କାର୍ୟ୍ଯ ସମାନଙ୍କେର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ହିଜକୀୟ ଯାଜକମାନଙ୍କର ଓ ଲେବୀୟମାନଙ୍କର ପାଳିକ୍ରମେ ପାଳି ନିରୂପଣ କଲେ, ହୋମାର୍ଥକ ଓ ମଙ୍ଗଳାର୍ଥକ ବଳିଦାନ, ପରିଚର୍ଯ୍ୟା ଓ ସଦାପ୍ରଭୁଙ୍କ ଛାଉଣିର ଦ୍ଵାରସମୂହରେ ଧନ୍ୟବାଦ ଓ ପ୍ରଶଂସା କରିବା ନିମନ୍ତେ ଯାଜକ ଓ ଲେବୀୟମାନଙ୍କର ପ୍ରତି ଜଣକୁ ତାହାର ସେବାନୁସାରେ ନିଯୁକ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ହିଜକିୟ ଯାଜକ ଓ ଲେବୀୟମାନଙ୍କୁ ସେମାନଙ୍କର ଭିନ୍ନ ଭିନ୍ନ ଦଳ ଅନୁସାରେ ସଂଗଠିତ କଲେ। ପ୍ରତ୍ୟେକ ଦଳର ନିଜସ୍ୱ ବିଶେଷ କାର୍ଯ୍ୟ ରହିଥିଲା। ତେଣୁ ଯାଜକମାନେ ଓ ଲେବୀୟମାନେ ପୁନର୍ବାର ହୋମବଳି ଉପହାର ଓ ମଙ୍ଗଳାର୍ଥକ ନୈବେଦ୍ୟ ଉତ୍ସର୍ଗ କରିବାର କାର୍ଯ୍ୟ କଲେ। ଆଉ ମଧ୍ୟ ପରମେଶ୍ୱର ମନ୍ଦିରରେ ସେବାକାର୍ଯ୍ୟ ଏବଂ ସଦାପ୍ରଭୁଙ୍କ ମନ୍ଦିର ଦ୍ୱାରଗୁଡ଼ିକ ନିକଟରେ ପ୍ରଶଂସା ଗାନ କରିବା କାର୍ଯ୍ୟ ସେମାନଙ୍କର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ହିଜକୀୟ ଯାଜକମାନଙ୍କର ଓ ଲେବୀୟମାନଙ୍କର ପାଳିକ୍ରମେ ପାଳି ନିରୂପଣ କଲେ, ହୋମାର୍ଥକ ଓ ମଙ୍ଗଳାର୍ଥକ ବଳିଦାନ, ପରିଚର୍ଯ୍ୟା ଓ ସଦାପ୍ରଭୁଙ୍କ ଛାଉଣିର ଦ୍ୱାରସମୂହରେ ଧନ୍ୟବାଦ ଓ ପ୍ରଶଂସା କରିବା ନିମନ୍ତେ ଯାଜକ ଓ ଲେବୀୟମାନଙ୍କର ପ୍ରତି ଜଣକୁ ତାହାର ସେବାନୁସାରେ ନିଯୁକ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ହିଜକୀୟ ଯାଜକମାନଙ୍କର ଓ ଲେବୀୟମାନଙ୍କର ପାଳିକ୍ରମେ ପାଳି ନିରୂପଣ କଲେ, ହୋମାର୍ଥକ ଓ ମଙ୍ଗଳାର୍ଥକ ବଳିଦାନ, ପରିଚର୍ଯ୍ୟା ଓ ସଦାପ୍ରଭୁଙ୍କ ଛାଉଣିର ଦ୍ୱାରସମୂହରେ ଧନ୍ୟବାଦ ଓ ପ୍ରଶଂସା କରିବା ନିମନ୍ତେ ଯାଜକ ଓ ଲେବୀୟମାନଙ୍କର ପ୍ରତି ଜଣକୁ ତାହାର ସେବାନୁସାରେ ନିଯୁକ୍ତ କଲେ।